Home Posts tagged Gajapati (Page 17)
Odisha News Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଆଜି ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପାଠଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ଶଙ୍କର ପ୍ରସାଦ ବକ୍ସି ପାଠଚକ୍ରରେ ଛାତ୍ରୀ ମାନଙ୍କୁ ସମ୍ବିଧାନ କଣ ଓ ତାର ମୌଳିକ ଅଧିକାର ସମେତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୧:ଭୁବନେଶ୍ଵର ସ୍ଥିତ ଓଡିଶା ପରିବେଶ ସମିତି ଆନୁକୁଲ୍ୟ”ରେ ଏବଂ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଆଞ୍ଚଳିକ ଶାଖା ରାୟଗଡାର ପୃଷ୍ଠ ପୋଷକତାରେ ଗଜପତି ଜିଲ୍ଲା ଗୁମ୍ମା ଓ ଗୋଷାଣୀ ବ୍ଲକ୍ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମୁଖ୍ୟତଃ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପାରସମ୍ଭା ଗ୍ରାମ ସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣ୍ଣପିଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଅଧିନସ୍ଥ୍ “ଫୋଷ୍ଟକ” ସ୍ଵୀକୃତି ପ୍ରାପ୍ତ ସ୍ୱେଚ୍ଛାସେବୀ ସଙ୍ଗଠନ “ଉତ୍ସର୍ଗ” ଆନୁକୁଲ୍ୟରେ ଖାଦ୍ୟ ନିରାପତ୍ତା ମାନକ ଓ ସ୍ବଚ୍ଛତା ସମ୍ପର୍କିତ ଏକ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୧୧: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ସମ୍ମୁଖ ପଡିଆ ଠାରେ ସ୍ଥାନୀୟ କଲେଜ ଓ ସ୍କୁଲ ସ୍ତରରେ ମିଳିତ ଭାବେ ୭୪ତମ ଏନସିସି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଗଜପତି ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ ରାଧାକାନ୍ତ ଭୂୟାଁ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏନସିସି: ପତାକା ଉତ୍ତୋଳନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୧: ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ଦୂର କରିବା ପାଇଁ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଗାଇବା , ନୂଆଗଡ ବ୍ଲକ୍ ବଡପଦା ସମେତ ରାୟଗଡା ଓ ଆର ଉଦୟଗିରି ପ୍ରଭୃତି ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତିର ପ୍ରେରଣା ଗୃହ ଠାରେ ସଂପୃକ୍ତ ପଞ୍ଚାୟତ ସ୍ତରୀୟ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତିକ ମହିଳା ହିଂସା ଦୂରୀକରଣ ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୩ ଡିସେମ୍ବର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ସଦର ମହକୁମା ଚିକିତ୍ସାଳୟର “ସଖି ୱାନ ଷ୍ଟପ ସେଣ୍ଟର” ପକ୍ଷରୁ ଗଜପତି ପ୍ୟାଲେସ ପରିସରରେ ଥିବା ୟୁଟେକ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ମହିଳା ଓ ବାଳିକା ମାନଙ୍କ ବିରୋଧରେ ହେଉଥିବା ହିଂସା ବିରୋଧରେ ଚାଲିଥିବା ୧୬ ଦିନିଆ ପ୍ରଚାର କାର୍ଯ୍ୟକ୍ରମ ସମ୍ପର୍କିତ ଆୟୋଜିତ ଏହି କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୧୧: ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଏକାଉଣ୍ଟ୍(ଆଭା) କାର୍ଯ୍ୟକ୍ରମରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ,ଓଡ଼ିଶା ଅନ୍ତର୍ଗତ ପାରଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆନୁକୁଲ୍ୟରେ ଅଣ-ସଂକ୍ରାମକ ରୋଗ ଚିହ୍ନଟ ଶିବିର କାର୍ଯ୍ୟକ୍ରମ ସ୍ଥାନୀୟ ଗାନ୍ଧୀ ସ୍ମୃତି ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଶିବିର କାର୍ଯ୍ୟକ୍ରମରେ ମୁଖ୍ୟତଃ ଶରୀରରେ ଥିବା ବିଭିନ୍ନ ପ୍ରକାରର ଅଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଓଡ଼ିଶା ପରିବେଶ ସମିତି ଅନୁକୁଲ୍ୟରେ ଆଜି ପାରଳାଖେମୁଣ୍ଡି ସହରର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ର୍ଯ୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହରର ରିଜର୍ଭ ପୋଲିସ କାର୍ଯଳୟ , ସଂସ୍କୃତ ମହାବିଦ୍ୟାଳୟ , ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଉପରୋକ୍ତ ପ୍ରତିଷ୍ଠାନ ପରିସର ମଧ୍ୟରେ ମୁଖ୍ୟତଃ ଅର୍ଜୁନ , ଅଁଳା , କରଞ୍ଜ ,ପଣସ , ନିମ ଇତ୍ୟାଦି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ସହାୟତାରେ “ସିସିଡି” ଅନୁଷ୍ଠାନ ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନି-ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି ।ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପରିଡା , ଗାଇବା , ବୃଷଭ ଓ ବାଇଝଲ୍ ପଞ୍ଚାୟତର ୩୦ ଜଣ ୱାର୍ଡ ସଭ୍ୟସଭ୍ୟା ଯୋଗ ଦେଇ ଥିଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ବିରିକୋଟ ଠାରେ ଏକ ଜନ ସଚେତନତା ସମାବେଶ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଆପ୍ ଓଡ଼ିଶା ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଗଜପତି ଜିଲ୍ଲା ପ୍ରତି ରାଜ୍ୟ ସରକାର ଅବହେଳା କରୁଥିବା ଏବଂ ଆଦିବାସୀ ଅଧ୍ୟୁଷିତ ଏହି ଜିଲ୍ଲାର ଦୁର୍ଗମ ଗ୍ରାମାଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି Continue Reading