Home Posts tagged Gajapati (Page 18)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତ,୨୪/୧୧: ଗଜପତି ଜିଲ୍ଲାରେ ମହିଳା ଓ ଶିଶୁ ମାନଙ୍କ ଠାରେ ରକ୍ତହୀନତା ଦୂର କରିବା ତଥା ଏନିମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ ପାଇଁ “ଅମ୍ଳାନ” କାର୍ଯ୍ୟକ୍ରମର ଶୁଭାରମ୍ଭ ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧୀ ସ୍ମୃତି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଳସ୍ୱାସ୍ଥ୍ୟ ସମିତି ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଗର୍ଭସ୍ଥ ଓ ପ୍ରସୂତି ମହିଳା ଏବଂ ଶିଶୁ ମାନଙ୍କ ଠାରେ ରକ୍ତହୀନତା ଦୂର କରିବା ଦିଗରେ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରେ ଗଜପତି ପୋଲିସ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି ସହରର ବରିଷ୍ଠ ନାଗରିକ ଓ କିନ୍ନର ମାନଙ୍କୁ ନେଇ ଏକ ସଚେତନତା ବୈଠକ ସମେତ ପରିଚୟ ପତ୍ର କାର୍ଡ ବଣ୍ଟନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଏସପି ଶ୍ରୀ ଜୟରାମ ଶତପଥିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ମହାରାଷ୍ଟ୍ରର ନାଗପୁର ସ୍ଥିତ ମୌଳିକ ବିଜ୍ଞାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ବାରା ଆୟୋଜିତ “ଅପୂର୍ବ ବିଜ୍ଞାନ ମେଳାର ରଜତ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ ଅବସରରେ ବିଜ୍ଞାନ ଶିକ୍ଷାକୁ ସରଳୀକୃତ କରି ଛାତ୍ର / ଛାତ୍ରୀ ଓ ସାଧାରଣ ଲୋକଙ୍କ ପାଖରେ ପହଞ୍ଚାଇବା ପ୍ରୟାସ କରୁଥିବା ୧୭ଟି ରାଜ୍ୟର ୫୦ ଜଣ ବ୍ୟକ୍ତି ବିଶେଷଙ୍କୁ ଫଳକ ଓ ପ୍ରମାଣପତ୍ର ଦେଇ ସମ୍ମାନିତ କରା ଯାଇଥିଲା ।ସେମାନଙ୍କ ମଧ୍ୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: କେନ୍ଦ୍ର ସରକାର , ଦେଶୀ ବିଦେଶୀ କର୍ପୋରେଟ୍ କମ୍ପାନୀ ମାନଙ୍କୁ ଜଙ୍ଗଲ ଦେବା ଉଦ୍ଦେଶ୍ୟରେ ଜଙ୍ଗଲ ସଂରକ୍ଷଣ ନିୟମାବଳୀ-୨୦୨୨” ଆଣିଛନ୍ତି ବୋଲି ଆଦିବାସୀ ମାନେ ଅଭିଯୋଗ କରିଛନ୍ତି । ଏହି ନିୟମ ଜରିଆରେ ସରକାର ଜଙ୍ଗଲ ମଧ୍ୟରେ ରହୁଥିବା ଦେଶର କୋଟି କୋଟି ଆଦିବାସୀ ଓ ପାରମ୍ପରିକ ବନଜୀବି ମାନଙ୍କ କଷ୍ଟାର୍ଜିତ ଜଙ୍ଗଲ ଅଧିକାରକୁ ଛଡାଇ ନେବା ସହ ଦେଶର ଜଙ୍ଗଲ ସମ୍ପଦକୁ କର୍ପୋରେଟଙ୍କ ହାତରେ ଟେକି ଦେବାକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ମଙ୍ଗଳବାର ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୩ ତମ ଶିଶୁ ପୁତ୍ରକୁ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ପୋଷ୍ୟ ସନ୍ତାନ ଭାବେ ଇଟାଲି ଦେଶର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ।ପ୍ରାୟ ୫ ବର୍ଷ ତଳେ ଏହି ପୁଅଟିକୁ ମୋହନା ଅଞ୍ଚଳରୁ ଅସହାୟ ଅବସ୍ଥାରେ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ଚାଇଲ୍ଡ଼-ଲାଇନ୍ ଉଦ୍ଧାର କରି “ଡ଼େ-ଷ୍ଟାର୍” ହୋମ୍ , ଜରଉ , ମୋହନା ଶିଶୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ଦୁଇ ଦିନିଆ ରାଜ୍ୟ ସ୍ତରୀୟ ନୃତ୍ୟ ପ୍ରତିଯୋଗୀତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌରଧକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ Continue Reading
Odisha News
ଗଣେଶ କୁମାର ରରାଜୁଙ୍କ ରିପୋର୍ଟଗଜପତି,୨୦/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ମହାବିଦ୍ୟାଳୟ ପରିସରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଗଜପତି ଜିଲ୍ଲା ଶାଖା ପକ୍ଷରୁ ଝାନସୀ ରାଣୀ ଲକ୍ଷ୍ମିବାଇଙ୍କ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମଞ୍ଚାସିନ ଅତିଥିମାନେ ପ୍ରଥମେ ଝାନସି ରାଣୀ ଲକ୍ଷ୍ମୀବାଇ\’ଙ୍କ ଫଟୋ ଚିତ୍ର\’ରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସମାଜସେବୀ ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରତିପୋର୍ଟଗଜପତି, ୨୦/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ତଥା +୩ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ସ୍ଥାନୀୟ ଅଞ୍ଚଳର ମୀନାକ୍ଷୀ ପାଥୋଲୋଜି ସହଯୋଗରେ ଏକ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅନୁଷ୍ଠିତ ଏକ ସଚେତନତା ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁ ଯୋଗଦେଇ ରକ୍ତର ଉପକାରିତା ତଥା ରକ୍ତ ବର୍ଗୀକରଣ କରିବା କାର୍ଯ୍ୟକ୍ରମ ଦ୍ବାରା ଜଣେ କିଭଳି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଡି:ପି:ଆର:ସି: ତାଲିମ୍ କେନ୍ଦ୍ର ଠାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ , ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କତୃପକ୍ଷଙ୍କ ମିଳିତ ଆନୁକୁଲ୍ୟରେ ଆଜି ଠାରୁ ୧୨ ଦିନିଆ ତାଲିମ୍ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୧୧: ଭାରତ ଦେଶରେ ପ୍ରଥମ କରି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଭିନ୍ନକ୍ଷମ ଅଧିକାର ଅଧିନିୟମ ଧାରା – ୨୦୧୬ ଅନ୍ତର୍ଗତ ଅଧ୍ୟାୟ -୧୩(ସ୍ବତନ୍ତ୍ର ଅଦାଲତ) ଓ ଅଧ୍ୟାୟ -୧୬( ଅପରାଧ ଜୋରିମାନା) ସମ୍ପର୍କିତ ଏକ ସ୍ବତନ୍ତ୍ର ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାର ଆଇନ ରକ୍ଷକ ପୋଲିସ ଅଧିକାରୀ ମାନଙ୍କୁ ନେଇ ଜିଲ୍ଲାର ଅଗ୍ରଣୀ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ସିସିଡି ଓ ସାଇଟ୍ Continue Reading