Home Posts tagged Gajapati (Page 2)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ଆଇଟିଡିଏ: ପ୍ରକଳ୍ପ ପ୍ରଶାସକ , ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୯ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ଯୋଜନା ।ଏହି ଯୋଜନାକୁ ନେଇ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି ସମ୍ମିଳନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ସାମ୍ବାଦିକ ମାନଙ୍କୁ ସୂଚନା ଦେଇ କହିଥିଲେ ଯେ , ଆଜି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୯ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଆର .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ପ୍ରଧାନ ମନ୍ତ୍ରୀ ଜନମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗ ଦ୍ଵାରା ପଞ୍ଚାୟତର ସୌରା ଆଦିମ ଅଧିବାସୀ PVTG ମାନଙ୍କୁ ବିଭିନ୍ନ ମୌଳିକ ସୁବିଧା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୯ : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଗଜପତି ଜିଲ୍ଲା ଅନ୍ତର୍ଗତ ନୂଆଗଡ ବ୍ଲକ୍ର ଏନ: ଝାଲାରସିଂ , କିରାମା ଓ ଅନୁଗୁର ସମେତ ଅନ୍ୟ ଜନ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ ।ସେଠାରେ ସୁଭଦ୍ରା ଯୋଜନାର ଆବେଦନ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୭/୯ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ଯୋଜନା।ରାଜ୍ୟରେ ମହିଳାଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାର “ସୁଭଦ୍ରା” ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ।ଏଥିପାଇଁ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ମହିଳା ମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଓ ଉତ୍ସାହ ପରିଲକ୍ଷିତ ହୋଇଥିବା ଦେଖାଯାଇଛି ।ଯାହାକି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୯: ଭୁବନେଶ୍ଵର ସ୍ଥିତ ଜୟଦେବ ଭବନ ଠାରେ ଗତ ୩୦ ଅଗଷ୍ଟ ୨୦୨୪ ଦିନ ବିଜେପି ପର୍ଯ୍ୟବେକ୍ଷକ କବି ତଥା ସାରସ୍ଵତ ସାଧକ ଶ୍ରୀ ଶଙ୍କର ପରିଡ଼ା ଏବଂ ବିଶିଷ୍ଟ ବ୍ୟକ୍ତି-ବିଶେଷ ମାନଙ୍କ ଦ୍ଵାରା ପାରଳାଖେମୁଣ୍ଡି ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ ତଥା “ପ୍ରଗତି ମହିଳା ସଂଗଠନ” ର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି ।ଶ୍ରୀମତୀ ଶତପଥୀଙ୍କୁ ଭୁବନେଶ୍ୱର ସ୍ଥିତ ଜୟଦେବ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୮: କଳାତ୍ମକ ହକିର ଯାଦୁକର ତଥା ହକି ଖେଳର କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ୧୧୯ ତମ ଜନ୍ମଦିବସ ଅବସରରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ” ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ପରିସରରେ ଥିବା ଜିଲ୍ଲା “ଇଣ୍ଡୋର୍ ଷ୍ଟାଡିୟମ୍” ଠାରେ ଜିଲ୍ଲା କ୍ରୀଡା ବିଭାଗ ଓ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ମିଳିତ ଭାବେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପଖଣ୍ଡ ବେତାଗୁଡ଼ା ସ୍ଥିତ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ “ଜାତୀୟ ମହାକାଶ ଦିବସ” ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗତବର୍ଷ ଅଗଷ୍ଟ ୨୩ ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଭାରତର ଚନ୍ଦ୍ରଯାନ-୩ ପହଞ୍ଚିଥିଲା । ଏହା ଭାରତୀୟ ମହାକାଶ ଇତିହାସର ଏକ ସ୍ୱର୍ଣିମ୍ ଦିବସ ଥିଲା । ତେଣୁ ଏହି ଦିନରେ ପ୍ରତିବର୍ଷ ରାଷ୍ଟ୍ରୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୮ : ଗଜପତି ଜିଲ୍ଲାରେ ଚଳାଚଳ ହେଉଥିବା ବସ୍ ସେବାର ବ୍ୟବସ୍ଥା ନେଇ ଆଜି ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ଓଏସଆରଟିସି ନୋଡାଲ କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଶ୍ରୀ ଲକ୍ଷ୍ମୀକାନ୍ତ ସେଠୀ ଯୋଗ ଦେଇ ଗଜପତି ଜିଲ୍ଲାରେ ବସ୍ ସେବା ଚଳପ୍ରଚଳ ନେଇ ରହିଥିବା ସ୍ଥିତି ସମ୍ପର୍କରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮: ଆଜି ବିଶ୍ଵ ଆଦିବାସୀ ଦିବସ ଅବସରରେ ଗୁମ୍ମା ବ୍ଲକ ତରଙ୍ଗଡା ପଞ୍ଚାୟତର ପାରଶମ୍ଵା ଠାରେ ଅଖିଳ ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ୍ ମଜଦୂର ସଭା ପକ୍ଷରୁ ମିଳିତ ଭାବେ ସମାବେଶର ଆୟୋଜନ କରା ଯାଇଥିଲା।ସଙ୍ଗଠନର ଜିଲ୍ଲା କମିଟି ସଭ୍ୟ ତଥା ବରିଷ୍ଠ ଆଦିବାସୀ ନେତା କାଡୁକା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସମାବେଶରେ ଅଖିଳ ଭାରତ ଆଦିବାସୀ ସଭାର ଆବାହକ ଶ୍ରୀ କେଦାର ଶବର ମୁଖ୍ୟବକ୍ତା […]Continue Reading