ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୦: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା କାଯ୍ୟକ୍ରମର ଏକ ସମୀକ୍ଷା ବୈଠକ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିର ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ , ଶିଶୁ ସୁରକ୍ଷା ପାଇଁ କାର୍ଯ୍ୟରତ ବିଭିନ୍ନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୧୦: ଗଜପତି ଜିଲ୍ଲା ସ୍ତରୀୟ ଆନ୍ତଃବିଦ୍ୟାଳୟ ୧୭ ବର୍ରୁ କମ୍ ବୟସର ବାଳକ ବାଳିକା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଗଜପତି ଷ୍ଟାଡିୟମ୍ , ପାରଳାଖେମୁଣ୍ଡି ପରିସରରେ ଉଦଯାପିତ ହୋଇ ଯାଇଛି ।ଆଜିର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପନୀ ଉତ୍ସବରେ ଶ୍ରୀ ଜୟରାମ ଶତପଥି , ଆରକ୍ଷୀ ଅଧିକକ୍ଷ , ଗଜପତି ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ , ଗଜପତି , ଶ୍ରୀ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି ୧୭/୧୦: କରୋନା ମହାମାରୀ ସମୟରେ ସରକାରୀ ବିଦ୍ୟାଳୟ ଗୁଡ଼ିକର ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ଯେଉଁଭଳି ପ୍ରଭାବିତ ତଥା ବାଧାପ୍ରାପ୍ତ ହୋଇଛି , ତାହାର ପରିପୂରଣ ନିମନ୍ତେ ଓଡିଶା ସରକାରଙ୍କ ପକ୍ଷରୁ “ଶିକ୍ଷଣ ପରିପୂରଣ କାର୍ୟ୍ୟକ୍ରମ” ଆରମ୍ଭ ହୋଇଛି । ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ଏହି କାର୍ଯ୍ୟକ୍ରମ ସମ୍ବନ୍ଧିତ କର୍ମଶାଳାରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକରୁ Continue Reading
ଗଣେଶ କୁମାର ରାଜୁପାରଳାଖେମୁଣ୍ଡି,୧୭/୧୦: ଷଷ୍ଠ ଦିବସ ରେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଆନ୍ତଃବିଦ୍ୟାଳୟ ୧୭ ବର୍ଷ ରୁ କମ୍ ବୟସର ବାଳକ ବାଳିକା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ପରିସରରେ ଅନୁଷ୍ଠିତ ହୋଯାଇଅଛି ।ପ୍ରଥମ ପର୍ୟ୍ୟାୟରେ ଗୁମ୍ମା ଓ କାଶୀନଗର ବାଳକ ଟିମ ମଧ୍ୟରେ ଫୁଟବଲ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କାଶୀନଗର ବାଳକ ଫୁଟବଲ ଟିମ ୨/୧ ରେ ବିଜେତା ହୋଇଥିବା ବେଳେ ଦ୍ୱିତୀୟ ପର୍ୟ୍ୟାୟ ଖେଳରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୦: ପାରଳାଖେମୁଣ୍ଡି ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ର ସମ୍ମିଳନୀ କକ୍ଷ ଠାରେ ଆଜି ସମର୍ଥ ଅନୁଷ୍ଠାନ ପକ୍ଷରୁ ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ , ସାଇଟ୍ ସେଭର୍ସ୍ ଏବଂ ସିସିଡ଼ି” ଅନୁଷ୍ଠାନର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ “ବିଶ୍ଵ ଧଳାବାଡ଼ି ସୁରକ୍ଷା ଦିବସ-୨୦୨୨” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।“ସମର୍ଥ” Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୦: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଥିବା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ପ୍ରାଣୀସମ୍ପଦ ବିକାଶ ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ “ବିଶ୍ଵ ଅଣ୍ଡା ଦିବସ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସିଡ଼ିଭିଓ: ଡ଼ାଃ ଗିରିଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭା କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୧୦: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ବିଶ୍ଵ ଦୃଷ୍ଟି-ଦିବସ କାର୍ଯର୍୍ୟକ୍ରମ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ-ଓଡ଼ିଶା ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଆନୁକୁଲ୍ୟରେ ପାଳିତ ହୋଇଯାଇଛି ।ଏହି ଅବସରରେ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ଚକ୍ଷୁର ଯତ୍ନ ଓ ସୁରକ୍ଷାର ବିଭିନ୍ନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି ୧୩/୧୦: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ବିଶ୍ଵ ଦୃଷ୍ଟି ଦିବସ କାର୍ଯ୍ୟକ୍ରମ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢୀଙ୍କ ନେତୃତ୍ୱରେ ସ୍ଥାନୀୟ ମୀନକେତନ କଲେଜର ଛାତ୍ରଛାତ୍ରୀ , ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧୦: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାର’ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ମଙ୍ଗଳବାର ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ କନ୍ୟା-ସନ୍ତାନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କାର୍ଯ୍ୟାଳୟ ପରିସରରୁ ସୂର୍ଯ୍ୟା ଟେକ୍ନୋଲୋଜି ମହାବିଦ୍ୟାଳୟର ଛାତ୍ରୀ ମାନଙ୍କ ସମେତ ଆଶା , ଅଙ୍ଗନବାଡ଼ି ଓ ସ୍ୱାସ୍ଥ୍ୟ କର୍ମୀ ଓ ୱାନଷ୍ଟପ୍ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୦ /୧୦: ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଗଡ ବ୍ଲକର ଖଜୁରୀପଦା , ବଡପଦା , Continue Reading