Home Posts tagged Gajapati (Page 25)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୯: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ ତମ ଜନ୍ମଦିନ ଉପଲକ୍ଷେ ପାରଳାଖେମୁଣ୍ଡି ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ସେବା ଦିବସ ପୂର୍ବକ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲ୍ଲା ରକ୍ତ ଭଣ୍ଡାର ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡା: ପ୍ରଦୀପ କୁମାର ପାତ୍ର ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୯: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ଶନିବାର ପେପର ଲେସ କୋର୍ଟ ତଥା କାଗଜ ବିହୀନ ଅଦାଲତ , ସୁପ୍ରିମକୋର୍ଟର ମାନ୍ୟବର ମୁଖ୍ୟ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଦ୍ଵାରା ଭର୍ଚୁଆଲ ମୋଡରେ ଉଦଘାଟିତ ହୋଇଯାଇଛି ।ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସୁପ୍ରିମକୋର୍ଟର ଜଷ୍ଟିସ ଡି:ୱାଈ: ଚନ୍ଦ୍ରଚୁଡ଼ ଏବଂ ଜଷ୍ଟିସ ଏମ:ଆର: ସାହାଙ୍କ ସମେତ ଓଡ଼ିଶା ହାଇକୋର୍ଟର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୩/୯: ଓଡ଼ିଶା ବିଧାନସଭା ଗୃହ କମିଟି ଅନ୍ତର୍ଗତ ସଦାଚାର କମିଟି ଆଜି ଦିନିକିଆ ଗଜପତି ଗ୍ରସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏହି ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ସଦାଚାର କମିଟିର ଅଧ୍ୟକ୍ଷ ତଥା ବଡ଼ଚଣା ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମଣ୍ଡି, ୧୧/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଟାଉନ ହଲ ଠାରେ ଜିଲ୍ଲା ସଂସ୍କୃତି ପରିଷଦ ଓ ସମଲେଇ ନୃତ୍ୟକଳା ପରିଷଦର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନୂଆଖାଇ ଭେଟ୍ ଘାଟ୍ -୨୦୨୨ ଧୁମଧାମରେ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ସମଲେଇ ନୃତ୍ୟକଳା ପରିଷଦର ସଭାପତି ଶ୍ରୀ ନୃସିଂହ ଚରଣ ପଟ୍ଟନାୟକଙ୍କ ସଭାପତିତ୍ୱରେ ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ମୁଖ୍ୟଅତିଥି ରୂପେ ଯୋଗଦେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୯: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ବିଦ୍ୟାଳୟର ପୁରାତନ ଛାତ୍ର ଏବଂ ଦିବଙ୍ଗତ ଶିକ୍ଷକଙ୍କ ନିମନ୍ତେ ଏକ ସ୍ମୃତି ସୌରଭ ସମ୍ଭର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାରଳା ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ Continue Reading
Top Stories
BY Akshya Rout  Sundargargh/Jajpur,Sept 11 :  PWD Department  Engineer In Chief Manoranjan Mishra  visited Sundragarh District on Saturday   and reviewed various development projects being carried out by the department in the district.  He directed the departmental officials to complete the work on scheduled time. Among others, PWD Chief Engineer Tarapradad Mishra and Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୯: ପାରଳାଖେମୁଣ୍ଡି ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରାଜ୍ୟ ବିଜେଡି ସରକାରଙ୍କ ୨୨ବର୍ଷ ଶାସନ କାଳ ଉପରେ , ୨୨ଟି ପ୍ରଶ୍ନ କୁ ନେଇ ଏକ ପ୍ରେସମିଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀ ସନ୍ତୋଷ କୁମାର ଜେନା ଏହି ପ୍ରେସମିଟରେ ଅଧିକ ସୂଚନା ଦେଇ କହିଥିଲେ। । ଗତ କିଛିଦିନ ତଳେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋଟଗଜପତି,୧୦/୯ :ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ,ଠାରେ ଆଜି ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ବିଶ୍ଵ ଆତ୍ମହତ୍ୟା ନିବାରଣ ଦିବସ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ୱାସ୍ଥ୍ୟ କେନ୍ଦ୍ରର ଜନସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢୀଙ୍କ ନେତୃତ୍ୱରେ ଏକ ସଚେତନତା ଶୋଭାଯାତ୍ରା ବାହାରି ଥିଲା ।ଏହି ଶୋଭାଯାତ୍ରାକୁ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ମେଡିକାଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୯/୯:ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କେ: ସୀତାପୁର ପଞ୍ଚାୟତର ସୁନାବାଡ଼ ଗ୍ରାମ ଠାରେ ଆ:କେ:ଏସ୍:ଏସ୍: ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ବର ସହାୟତାରେ ୧୫ ଟି ସ୍ୱୟଂ ସହାୟକ ଗୋଷ୍ଠୀର ୫୦ ରୁ ଉର୍ଦ୍ଧ୍ୱ ଦଳର ନେତ୍ରୀ ମାନଙ୍କୁ ସୁଦୃଢ଼ କରିବା ପାଇଁ ଏକ ଦକ୍ଷତା ବୃଦ୍ଧି କର୍ମଶାଳା ଆୟୋଜନ କରା ଯାଇଥିଲା।ଉକ୍ତ ଶିବିରରେ ମୁଖ୍ୟତଃ ମହିଳା ସଶକ୍ତୀକରଣ , ଦଳ ପରିଚାଳନା , ଦଳର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୭/୯: ଯୁବକ ଯୁବତୀ ତଥା କଲେଜ ଛାତ୍ରଛାତ୍ରୀ ମାନଙ୍କ ନୂତନ ଅଭିନବ ଚିନ୍ତାଧାରାକୁ ଉତ୍ସାହିତ ଓ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଷ୍ଟାର୍ଟ-ଅପ ଓଡ଼ିଶା ଦ୍ଵାରା ଷ୍ଟାର୍ଟ-ଅପ ଓଡ଼ିଶା ଯାତ୍ରା- ୨:୦ ଆରମ୍ଭ କରାଯାଇଛି । ଏହା ରାଜ୍ୟ ସରକାରଙ୍କ ଏକ ଫ୍ଲାଗସିପ କାର୍ଯ୍ୟକ୍ରମ ଏବଂ ଏହା ଗତ ୨୬/୮/୨୦୨୨ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଉଦଘାଟିତ ହୋଇଥିଲା ।ଏହି Continue Reading