Home Posts tagged Gajapati (Page 28)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅଂଶ ବିଶେଷ , ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ବିଶ୍ଵ ହିନ୍ଦୁ ପରିଷଦ , ବଜରଙ୍ଗ ଦଳ ଓ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ହର ଘର ତ୍ରିରଙ୍ଗା ଅଭିଯାନ ପାଇଁ ବାଇକ୍ ରାଲି ଓ ବୁଦ୍ଧିଜୀବୀ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ଠାରୁ ଏକ ବିରାଟ ବାଇକ୍ ରାଲି ବାହାରି ବାଇକରେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୮: ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ବର୍ଷର ତୃତୀୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଓ ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାତିକା ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ସରକାରଙ୍କ ଦ୍ଵାରା ଆୟୋଜିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାରେ ସଫଳ ରୂପାୟନ ପାଇଁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ଜାତୀୟ ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ଜିଲ୍ଲା ମିଶନ ଶକ୍ତି ଅଧିନସ୍ତ ରାୟଗଡା ବ୍ଲକର ରାୟଗଡ଼ ଓ ଜିରାଙ୍ଗ ସ୍ଥିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୮: ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜାଦିକା ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ଏକ ତ୍ରିରଙ୍ଗା ଜନ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ।ଏହି ତ୍ରିରଙ୍ଗା ଯାତ୍ରାରେ ଶିଶୁ ବିଦ୍ୟା ମନ୍ଦିରର ସମସ୍ତ ଛାତ୍ରଛାତ୍ରୀ ଏବଂ ଗୁରୁମା/ଗୁରୁଜୀ ଅଂଶଗ୍ରହଣ ପୂର୍ବକ ସମଗ୍ର ଗାଁ-ବସ୍ତି ବୁଲି ତ୍ରିରଙ୍ଗା ପତାକା ର ବିଶେଷତ୍ଵ , ହର ଘର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୮: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମିଶନ ଶକ୍ତି ଆନୁକୁଲ୍ୟରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଟି ମାନଙ୍କ ଜୀବିକା ବିକାଶ ଓ ସ୍ୱାବଲମ୍ବୀ କରିବାର ଉଦ୍ଦେଶ୍ୟକୁ ସାକାର କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମହିଳା ମାନଙ୍କ ଦ୍ଵାରା ତ୍ରିରଙ୍ଗା ପତାକା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮: ବିଶ୍ଵ ଆଦିବାସୀ ଦିବସ ଅବସରରେ ଆଜି ଅଖିଳ ଭାରତ କିଶାନ୍ ମଜଦୁର ସଭା (ଏ:ଆଇ:କେ:ଏମ:ଏସ: ) ପକ୍ଷରୁ କାଶୀନଗର ବ୍ଳକ ଅନ୍ତର୍ଗତ ସୁଙ୍କୁନପେଟା ଗ୍ରାମ ଠାରେ ଆଦିବାସୀ ମାନଙ୍କ ଏକ ସମାବେଶ ଅନୁଷ୍ଠିତ ହୋଇଯାଇଛି ।ଆଦିବାସୀ ନେତା କାରୁକା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଗୁମ୍ମା ଓ କାଶୀନଗର ବ୍ଳକର ବିଭିନ୍ନ ଗ୍ରାମରୁ ଆସିଥିବ ଶତାଧିକ ଆଦିବାସୀ ପୁରୁଷ ଓ ମହିଳା ଯୋଗ Continue Reading
Odisha News
ଗଣେଶ କୁମାର ପତିଙ୍କ ରିପୋର୍ଟଗଜପତି,୨/୮: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବନ-ଖଣ୍ଡିୟ କାର୍ଯ୍ୟାଳୟ ନିକଟସ୍ଥରେ ଥିବା ବୃଦ୍ଧାଶ୍ରମ “ଆଶ୍ରା”ର ଅନ୍ତେବାସୀଙ୍କ ନିମନ୍ତେ କୋଭିଡ ସଚେତନତା ଓ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗୁରାଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା: ପତିତପାବନ ବାରିକଙ୍କ ଆଗୁଆ ଅନୁମତି କ୍ରମେ ଗୁରାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ର , ବୃଦ୍ଧାଶ୍ରମ “ଆଶ୍ରା” ଏବଂ ହିନ୍ଦୁସ୍ଥାନ ଲାଟେକ୍ସ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲାରେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।ଭୋଟର ମାନଙ୍କ ପରିଚୟ ଦୃଢ଼ୀକରଣ କରିବା ତଥା ଭୋଟର ତାଳିକାରେ ତଥ୍ୟ ବୈଧକରଣ କରିବା ହେଉଛି ଏହି ପ୍ରକ୍ରିୟାର ମୁଖ୍ୟ ଉଦ୍ଦେଶ୍ୟ ।ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଜି ଏହି ପ୍ରକ୍ରିୟା\’ର ଆରମ୍ଭ କରିଥିଲେ , ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏବଂ ଏ ସମ୍ପର୍କରେ ସମ୍ପୃକ୍ତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮:ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜନ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ଠାରେ ୫ଜଣ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କରାଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି ଲାପଟପ ବଣ୍ଟନ କରିଥିଲେ ।ଜିଲ୍ଲାରେ ଦୃଷ୍ଟିହୀନ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବ୍ରେଲି ପାଠ୍ୟ-ପୁସ୍ତକର କୋଣସି ସୁବିଧା ନାହିଁ । ସେମାନେ ଏହି ପାଇଥିବା ଲାପଟପ ମାଧ୍ୟମରେ ହିଁ ଉଚ୍ଚଶିକ୍ଷାର ଯେଉଁସବୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭: କେନ୍ଦ୍ରର ବିଜେପି ସରକାର ଲିଆ, ମୁଢି , ଦହି ଓ କ୍ଷୀର ପ୍ରଭୃତି ଉପରେ ୫ ପ୍ରତିଶତ ଜିଏସଟି ଲଗାଇବା ଏବଂ କେନ୍ଦ୍ରର ଇଡିକୁ ନେଇ ବିଜେପି ଅସଦ ବ୍ୟବହାର କରିବା ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଲୀ ଓ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କଂଗ୍ରେସର ଶତାଧିକ ନେତା ଓ କର୍ମୀ ପାରଳାଖେମୁଣ୍ଡି ସମେତ ବିଭିନ୍ନ Continue Reading