ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮: ଆଜି ବିଶ୍ଵ ଆଦିବାସୀ ଦିବସ ଅବସରରେ ଗୁମ୍ମା ବ୍ଲକ ତରଙ୍ଗଡା ପଞ୍ଚାୟତର ପାରଶମ୍ଵା ଠାରେ ଅଖିଳ ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ୍ ମଜଦୂର ସଭା ପକ୍ଷରୁ ମିଳିତ ଭାବେ ସମାବେଶର ଆୟୋଜନ କରା ଯାଇଥିଲା।ସଙ୍ଗଠନର ଜିଲ୍ଲା କମିଟି ସଭ୍ୟ ତଥା ବରିଷ୍ଠ ଆଦିବାସୀ ନେତା କାଡୁକା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସମାବେଶରେ ଅଖିଳ ଭାରତ ଆଦିବାସୀ ସଭାର ଆବାହକ ଶ୍ରୀ କେଦାର ଶବର ମୁଖ୍ୟବକ୍ତା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୮: ଗଜପତି ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଗ୍ରାମାଞ୍ଚଳ ସ୍ତରରେ ମ୍ୟାଲେରିଆ , ଡେଙ୍ଗୁ ଓ ଡାଇରିଆ ଉପରେ ସଚେତନତା ଅଭିଯାନକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ କରାଯିବା ସହ ନମୁନା ସଂଗ୍ରହ ଓ ପଥପ୍ରାନ୍ତ ଦାସକାଠିଆ ନାଚ ସହ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ।ବର୍ଷା ମାସ ଦିନରେ ଅଧିକାଂଶ ସ୍ଥାନ ଓ ବିଭିନ୍ନ ପାତ୍ରରେ ନିୟମିତ ଭାବେ ପାଣି ଜମି ରହିବା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୮ : ଆଜି ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ପହଞ୍ଚିଥିଲେ । କୋରାପୁଟ ଏବଂ ରାୟଗଡା ଜିଲ୍ଲା ଗ୍ରସ୍ତ ସାରି ନିର୍ବାଚନ ପରେ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କ ଗଜପତି ଜିଲ୍ଲାକୁ ଏହା ତାଙ୍କର ପ୍ରଥମ ଗ୍ରସ୍ତ ।ପାରଳାଖେମୁଣ୍ଡି ସର୍କିଟ ହାଉସ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ରାଜ୍ୟ ସଭାପତି ଶ୍ରୀ ସାମଲ ସାମ୍ବାଦିକ ମାନଙ୍କୁ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୭: ଭାରତ ସରକାରଙ୍କ ପ୍ରାୟୋଜିତ ଜାତୀୟ ଶିକ୍ଷାନୀତି:-୨୦୨୦ ର ଚତୁର୍ଥ ବାର୍ଷିକ ଉତ୍ସବ ଅବସରରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ସହାୟତାରେ ଆଜି ଗଜପତି ଜିଲ୍ଲାର ୯୧୮ ଗୋଟି ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ ଅବସରରେ ଶିକ୍ଷଣ ସାମଗ୍ରୀ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୭: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ଓଡ଼ିଶା ଓ ଜିଲ୍ଲାପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଭିନ୍ନକ୍ଷମ ଅଦାଲତ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅଦାଲତ ଶିବିର କାର୍ଯ୍ୟକ୍ରମରେ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ଅଧ୍ୟକ୍ଷା ଶ୍ରୀମତୀ ବ୍ରତତୀ ହରିଚନ୍ଦନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି କାଳୀନ ଏବଂ ଶିଶୁସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅନ୍ତର୍ଗତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଜନସଂଖ୍ୟା ଦିବସ ପାଳନ ଅବସରରେ ଜନସଂଖ୍ୟା ସ୍ଥିରିକରଣ ପକ୍ଷ ୧୧-୨୪-ଜୁଲାଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନ୍ୟପକ୍ଷରେ ଏହି ବିଶ୍ଵ ଜନସଂଖ୍ୟା ଦିବ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୭: ଗଜପତି ଜିଲ୍ଲାର ଆଦିବାସୀ ବହୁଳ ରାୟଗଡ ବ୍ଲକର ତଥା ପୁରାଣ ପ୍ରସିଦ୍ଧ ଐତିହାସିକ ଶୈବପୀଠ ପବିତ୍ର ମହେନ୍ଦ୍ରଗିରିର ପାଦଦେଶରେ ଥିବା ଜିରାଙ୍ଗ ଗ୍ରାମ ସ୍ଥିତ ଠାକୁର ବଳଦେବ ଜୀଉଙ୍କ ମନ୍ଦିର ଠାରେ ପବିତ୍ର ରଥଯାତ୍ରାର ହେରାପଞ୍ଚମୀ ଦିନରେ ଆଜି ଅତ୍ୟନ୍ତ ନିଆରା ଢଙ୍ଗରେ ବିଶ୍ବାସ ଓ ପରମ୍ପରା ପ୍ରକାରେ ଏଠାରେ ରଥଯାତ୍ରା ପାଳିତ ହୋଇଯାଇଛି।ଆଜି ହେରାପଞ୍ଚମୀ ଦିନରେ ଏଠାରେ ଶତାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ଛୋଟ ପିଲା Continue Reading
ଗଜପତି,୧୧/୭: ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଖୁସି କି ଦୁଃଖର ସମୟ ବୁଝେନି ମୃତ୍ୟୁ। ଆଉ ଅଚାନକ ସମୁଦ୍ରର ଢେଉ ଭଳି ମାଡିଆସେ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ ଜିଲାପାଳ।ଗୀତ ଗାଉଥିବା ବେଳେ ଜିଲା ରେଭିନ୍ୟୁ ଏଡିଏମ ବୀରେନ୍ଦ୍ର କୁମାର ଦାସଙ୍କ ମୃତ୍ୟୁ ହୋଇଛି। ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ଏକ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୭: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ଅଦାଲତ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିର ଓଡିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଡ଼ଃ ମିନତୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ମହିଳା ଆୟୋଗ ସଦସ୍ୟ ସୁଜାତା ଦିଗାଲ ଉପସ୍ଥିତ ରହି ସମସ୍ତ କେଶକୁ ଶୁଣାଣି କରିଥିଲେ ।ଆଜି ଗଜପତି ଜିଲ୍ଲାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ରାଜ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ କାର୍ଯ୍ୟାଳୟ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଅବସରରେ “ସଫେଇ କୋ ଆପନାଓ – ବିମାରୀ କୋ ଭଗାଓ” ସମ୍ପର୍କିତ ଏକ ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ରଥ ଚଳିତ ମାସ ଜୁଲାଇ ୧ ରୁ ଆସନ୍ତା ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ୨ ମାସ ଧରି ପୌର ପରିଷଦର ବିଭିନ୍ନ ଅଞ୍ଚଳ ଗ୍ରସ୍ତ […]Continue Reading