ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୭:ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଅଞ୍ଚଳର ଏସଏଚଜି ମହିଳା ମାନଙ୍କ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ଉନ୍ନତି ଆଣିବା ସହ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ “ନାବାର୍ଡ” ସଂସ୍ଥା ସହାୟତାରେ ବିଭିନ୍ନ ପ୍ରୋତ୍ସାହନ କାର୍ଯ୍ୟକ୍ରମ କରାଯାଉଛି ।ଗୁମ୍ମା ବ୍ଲକ ବାଇଝାଲ ପଞ୍ଚାୟତର ବାଦୁଡ଼ି ଓ ମୁନୁସିଂ ଗ୍ରାମରେ ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ “ରବି କିରଣ ସେବା ସମିତି” ସହଯୋଗରେ Continue Reading

ମୋହନା, ୭/୭: ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଚାଉମିନ୍ ଫ୍ୟାକ୍ଟ୍ରିରେ ଶ୍ଵାସରୁଦ୍ଧ ହୋଇ ୩ଜଣଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।ମିଳିଥିବା ସୂଚନା ଅନୁଯାୟୀ, ମୋହନା ବ୍ଲକର ନାଢେପସାହି ଯିବା ରାସ୍ତାରେ ଥିବା ଚାଉମିନ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକରୁ ଶ୍ଵାସରୁଦ୍ଧ ହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।ସେମାନଙ୍କୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଉକ୍ତ ୩ଜଣଙ୍କୁ କବାଟ ଭାଙ୍ଗି ଉଦ୍ଧାର କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୭: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ଫରେଷ୍ଟ ଗେଟ ନିକଟସ୍ଥ ଗୋପିନାଥପୁର ମୌଜା ଅନ୍ତର୍ଗତ ହାତୀବାଡି ଠାରେ ପାରଳାଖେମୁଣ୍ଡି ମହିଳା ସ୍ନାତକ ମହାବିଦ୍ୟାଳୟର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ଉଚ୍ଚଶିକ୍ଷା ବିଭାଗ , ଓଡିଶା ସରକାରଙ୍କ ଭିତ୍ତିଭୂମି ବିକାଶ ଯୋଜନା ଅନ୍ତର୍ଗତ ଅନୁଦାନ ଆନୁକୂଲ୍ୟରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା ।ଏହି କା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୭ : ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଗୁମ୍ମା ବ୍ଲକର ବାଇଝାଲ ପଞ୍ଚାୟତ ଅନ୍ତର୍ଗତ ବାଦୁଡ଼ି ଗ୍ରାମରେ ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ “ରବି କିରଣ ସେବା ସମିତି” ଆନୁକୂଲ୍ୟରେ ନାବାର୍ଡ ସଂସ୍ଥା ସହାୟତାରେ ବିଭିନ୍ନ ଏସଏଚଜି ଗ୍ରୁପର ମହିଳା ମାନଙ୍କୁ କଦଳୀ ଓ ସପୁରୀ ଚାଷ ଉପରେ ସ୍ୱାବଲମ୍ବୀ କରିବା ପାଇଁ ୭ ଦିନିଆ ଏକ ଜୀବିକା ଓ ଉଦ୍ୟୋଗ ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟିତ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୭: ପାରଳଖେମୁଣ୍ଡିର ଗୌରବ ଓ ଗର୍ଵ ତଥା ଗୌଡ଼ିୟ ପରମ୍ପରାର ବରିଷ୍ଟ କବି କଳହଂସ ଭକ୍ତକବି ଗୋପାଳ କୃଷ୍ଣ ପଟ୍ଟନାୟକଙ୍କ ୨୩୯ ତମ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମ ଓଡିଶା ସଂଗୀତ ନାଟକ ଏକାଡେମୀ , ଭୁବନେଶ୍ୱର ଓ ଭକ୍ତି ସଂଗୀତ ସଂସଦର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏକାଡେମୀର ଉପସଭାପତି ଶ୍ରୀ ମନ୍ମଥ କୁମାର ଶତପଥୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୬:ପୂର୍ବତଟ ରେଳପଥ ବିଶାଖାପାଟଣା ମଣ୍ଡଳ ପ୍ରବନ୍ଧକ ତଥା ଡିଆରଏମ ଶ୍ରୀ ଅନୁପ କୁମାର ଶତପଥୀ ସମସ୍ୟା ବହୁଳ ପାରଳାଖେମୁଣ୍ଡି ରେଳ ଷ୍ଟେସନ ପରିଦର୍ଶନରେ ଆସି ବିଭିନ୍ନ ସ୍ଥିତି ଅନୁଧ୍ୟାନ କରିଥିଲେ ।ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ରେଳ ମଣ୍ଡଳ ପ୍ରବନ୍ଧକ ଶ୍ରୀ ଶତପଥୀ ପାରଳାଖେମୁଣ୍ଡି ରେଳ ଷ୍ଟେସନ ବୁଲିଦେଖି ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ବୁଦ୍ଧିଜୀବୀ ମାନଙ୍କ ସହ ଷ୍ଟେସନର ରହିଥିବା ବିଭିନ୍ନ ମୌଳିକ ସମସ୍ୟା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ପାରଳାଖେମୁଣ୍ଡି ଠାରେ ଆଗାମୀ ରଥଯାତ୍ରାରେ ସମ୍ଭାବ୍ୟ ଲକ୍ଷାଧିକ ଶ୍ରଦ୍ଧାଳୁ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାରଳାଖେମୁଣ୍ଡି ଠାରେ ପୌର ପରିଷଦ , ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ଏନଫୋର୍ସମେଣ୍ଟ ଦଳ ପକ୍ଷରୁ ଦୋକାନୀ ଓ ଲୋକମାନଙ୍କୁ ବିଭିନ୍ନ ନୀତିନିୟମ ମାନିବା ଉପରେ ଏକ ତାଗିଦ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମିଳିତ ଏନଫୋର୍ସମେଣ୍ଟ ଦଳ ପକ୍ଷରୁ ପୌର ପରିଷଦ କାର୍ଯ୍ୟାଳୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କ୍ରୀଡା ଛାତ୍ରବାସ ଚୟନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଅନ୍ୟ ମାନଙ୍କ ମଧ୍ୟରେ ଏହି ବୈଠକରେ ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ ଏବଂ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬ : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ଗ୍ରାମସ୍ଥିତ ବିଦ୍ୟୁତ ସେକ୍ସନ କାର୍ଯ୍ୟାଳୟ ପରିସରରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ଅଭିଯାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ବିଦ୍ୟୁତ ସୁରକ୍ଷା ସପ୍ତାହ ଅଭିଯାନ କାର୍ଯ୍ୟକ୍ରମ ପାଳନ ଅବସରରେ ଟିପିସୋଲ(ଟିପିଏସଓଡିଏଲ) ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଉପସ୍ଥିତ ବିଦ୍ୟୁତ ବିଭାଗୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୬:ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲା ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ, ବିଭିନ୍ନ କ୍ଷେତ୍ରରେ ପାଣ ଖ୍ରୀଷ୍ଟିଆନ ମାନଙ୍କ ଦ୍ୱାରା ଦେଖା ଦେଉଥିବା ସମସ୍ୟା ଓ ଅନ୍ୟାନ୍ୟ ଘଟଣାର ସମାଧାନ କରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ଓ ଜନ ଜାଗରଣ ସୃଷ୍ଟି କରିବା ପାଇଁ ବିଭିନ୍ନ ସଚେତନତା ସଭା ଓ ବାଇକ ରାଲୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ Continue Reading