ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୬ : ପାରଳାଖେମୁଣ୍ଡି ସ୍ଥିତ”ୟୁ-ଟେକ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ରଜ ସଂକ୍ରାନ୍ତି ଦିନ ଅବସରରେ ସଂସ୍କୃତି ଓ ପରମ୍ପରାର ଗଣପର୍ବ “ରଜ-ମଉଜ ଉତ୍ସବ , ପ୍ରଗତି ମହିଳା ସଂଗଠନ ପକ୍ଷରୁ ଏକ ବର୍ଣ୍ଣାଢ୍ୟ ପୂର୍ଣ୍ଣ ପରିବେଶ ମଧ୍ୟରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ।ଏହି ଅବସରରେ ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟନାୟକଙ୍କ ସଭାପତିତ୍ୱରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୫/୬: ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ମଙ୍ଗଳବାର ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପାରମ୍ପରିକ ରୀତିନୀତି ପ୍ରକାରେ ପବିତ୍ର ଦେବସ୍ନାନ ପୁର୍ଣିମା ଉତ୍ସବ କାର୍ୟ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନା ସହ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମଙ୍ଗଳବାର ଦିନ ସକାଳ ସମୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୫/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବ୍ୟାଙ୍କ କଲୋନୀ ଠାରେ ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ ଆକାଂକ୍ଷା ମହିଳା ସଂଗଠନ ପକ୍ଷରୁ ରଜ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି କ୍ଷଏହି ଅବସରରେ ଏକ ସଚେତନତା ସଭା ଏବଂ ସାଂସ୍କୃତିକ କାର୍ୟ୍ୟକ୍ରମ ଯଥା:- ରଜଦୋଳି, ଗୀତ ଓ ନାଚର ଆସର ଆୟୋଜନ କରା ଯାଇଥିଲା ।ଏଥିରେ କାଉନସିଲର ଧରିତ୍ରୀ ଶବର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ୟ୍ୟକ୍ରମର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୬: ସମଗ୍ର ଗଜପତି ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଏକ୍ସନ-ଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ କିଶୋର ଓ କିଶୋରୀ ମାନଙ୍କୁ ନେଇ ଏକ ବ୍ଲକ ସ୍ତରୀୟ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଗଜପତି ଜିଲ୍ଲାର ରାୟଗଡ ସ୍ଥିତ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମ ରେ ୪୦ ଜଣ କିଶୋର ଓ କିଶୋରୀ ଉପସ୍ଥିତ ରହିଥିଲେ ।ଏହି କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୬: ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ରାଜ ସୀତାପୁର ସ୍ଥିତ “ପ୍ରାଉଡ ଶିଶୁ ଯତ୍ନ ଅନୁଷ୍ଠାନ” ଠାରେ ଆଜି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ “ବିଶ୍ୱ ଶିଶୁ ଶ୍ରମିକ ନିଷେଧ ଦିବସ “ପାଳିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ସତ୍ୟପୀର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୬ : ପାରଳାଖେମୁଣ୍ଡି ସ୍ଥିତ ଜଳଛାୟା ପ୍ରକଳ୍ପ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଚାଇଲଡ ଲାଇନ ଓ ଜିଲ୍ଲା ଆଇଏସଆରଡିର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରୋଧ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସଚେତନତା ସଭା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଦିବସ ପାଳନର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୬: ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ମୋହନା ବ୍ଲକାଞ୍ଚଳ ସମାଜସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା “ଆଇନା ” ସଂସ୍ଥା ଦ୍ୱାରା ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ “ଜନ କଲ୍ୟାଣ ପ୍ରତିଷ୍ଠାନ ର ମିଳିତ ସହଯୋଗରେ ଏମଏଚଏଚଏମ ସପ୍ତାହ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ସପ୍ତାହ କାର୍ଯ୍ୟକ୍ରମ ପାଳନ ଅବସରରେ ଅଞ୍ଚଳର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ରେଳ ଷ୍ଟେସନରେ ଲାଗି ରହିଥିବା ବିଭିନ୍ନ ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ମୌଳିକ ଦାବୀ ପୂରଣ ନେଇ ଶୁକ୍ରବାର ପାରଳାଖେମୁଣ୍ଡି ରେଳ ଷ୍ଟେସନ୍ ଠାରେ ପାରଳା ଜନ ସାଧାରଣଙ୍କ ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ ପ୍ରଧାନଙ୍କ ନେତୃତ୍ୱରେ ରେଳରୋକ ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି ।ଏହି ରେଳ ରୋକ ଆନ୍ଦୋଳନ ଯୋଗୁଁ ପାରଳାଖେମୁଣ୍ଡି ରେଳ ଷ୍ଟେସନ ଠାରେ “ଗୁଣୁପୁର- Continue Reading
ଗଜପତି : ଲିଡ଼-ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା, ୧୩୩ ଜଣ ହିତାଧିକାରୀଙ୍କୁ ବଣ୍ଟନ ହେଲା ୬-କୋଟି ୩୫ ଲକ୍ଷ ଟଙ୍କାର ଋଣ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୬ : ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ୍ୟ ଠାରେ ଆଜି ଲିଡ଼ ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା ତଥା କ୍ରେଡିଟ ଆଉଟ ରିଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସରକାରଙ୍କ ଅର୍ଥ ମନ୍ତ୍ରାଳୟର ନିର୍ଦ୍ଦେଶ କ୍ରମେ ” ଆଜାଦିକା ଅମୃତ ମହୋତ୍ସବ ” ଅବସରରେ ଏହି ଋଣ ବଣ୍ଟନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୬ : ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ମହୁଲ ଜବତ କରାଯିବା ସହ ଏ ସଂକ୍ରାନ୍ତରେ ୩ ଜଣଙ୍କୁ ଗିରଫ କରାଯାଇଛି ।ଏହି ମିଳିତ ଅବକାରୀ ଚଢ଼ାଉ ଅବକାରୀ କମିଶନର ଶ୍ରୀ ଆଶିଷ କୁମାର ସିଂହ ଏବଂ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ମିର୍ଦ୍ଦେଶ କ୍ରମେ ହୋଇଥିଲା ।ଅବକାରୀ ବିଭାଗ ଷ୍ଟାଫ […]Continue Reading