ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୬ : ବିଶ୍ଵ ପରିବେଶ ଦିବସ-୨୦୨୨ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଙ୍ଗଠନ “ଆକାଂକ୍ଷା” କୁ ମିଳିଲା ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ।ବୃକ୍ଷ ରୋପଣ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ ଇତ୍ୟାଦିରେ ବିଶେଷ ସକ୍ରିୟତା ଯୋଗୁଁ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ରାଜ୍ୟ ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଦ୍ୱାରା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୬ : ଗଜପତି ଜିଲ୍ଲା ଗୋସାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଗାରାବନ୍ଧ ସ୍ଥିତ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ବିଶ୍ବ ତମାଖୁ ବର୍ଜନ ଦିବସ ” ଭିନ୍ନ ଭିନ୍ନ ଭାବେ ପାଳିତ ହୋଇଯାଇଛି ।ଗୁରାଣ୍ଡି ସ୍ଥିତ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢ଼ିଙ୍କ ନେତୃତ୍ୱରେ ଏକ ସ୍ବାସ୍ଥ୍ୟ ଦଳ ବିଭିନ୍ନ ସ୍ଥାନ ଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୬ : ବୁଧବାର ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମିନ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଜନ କଲ୍ୟାଣ ଯୋଜନା ଅନ୍ତର୍ଗତ ସୀମଲା ଠାରେ ହୋଇଥିବା ଗରିବ କଲ୍ୟାଣ ସମ୍ମିଳନୀ କାର୍ଯ୍ୟକ୍ରମର ଭିଡିଓ କନଫରେନସିଂ ମାଧ୍ୟମରେ ସିଧା ପ୍ରଶାରଣ ହୋଇଥିଲା ।ଏହି କାର୍ଯ୍ୟକ୍ରମରେଜିଲ୍ଲା ପରିଷଦ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି, ୨୮/୫: ଗଜପତି ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଏକ୍ସନ-ଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ ବନ୍ଦ କରିବା ନିମନ୍ତେ ଦୁଇ ଗୋଟି ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଦୁଇଗୋଟି ପଞ୍ଚାୟତ , ଯଥା:- ରାୟଗଡ଼ ବ୍ଲକ ଅନ୍ତର୍ଗତ ନାରାୟଣପୁର ଓ ଜିରାଙ୍ଗ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଅଛି ।ଉକ୍ତ ପଞ୍ଚାୟତ ଦ୍ଵୟରେ ସ୍ୱାସ୍ଥ୍ୟ ବିଭାଗ ର ୧୧୯ ଜଣ ଆଶାକର୍ମୀ ଉପସ୍ଥିତ ରହିଥିଲେ ୲ ଆକ୍ସନ-ଆଡ୍ଡର ଜିଲ୍ଲା ସଂଯୋଜକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୫ : ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାର ଅତିରିକ୍ତ ଜନସ୍ୱାସ୍ଥ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୫ : ପାରଳାଖେମୁଣ୍ଡି ଠାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ପାରଳା ପୌର ପରିଷଦର ଟାଉନ୍ ହଲ ପରିସରରେ ଥିବା ପରିଷଦର ନବ ନିର୍ମିତ ପାର୍କିଙ୍ଗ ସ୍ଥଳରେ ସାଧାରଣ ଲୋକଙ୍କ ରହିଥିବା କାର ଗୁଡିକରେ କେହି ଦୁର୍ବୁତ୍ତ ମଧ୍ୟ-ରାତ୍ରିରେ ନିଆଁ ଲଗାଇ ସମ୍ପୂର୍ଣ୍ଣ ଭାବେ ପୋଡି ଦେଇଛନ୍ତି ।ଉକ୍ତ ସ୍ଥାନରେ ସାଧାରଣ ଲୋକଙ୍କ ୭ ଗୋଟି କାର ପାର୍କିଂ ରେ ଥିବା ବେଳେ ସେଥମଧ୍ୟରୁ ୫ଗୋଟି କାର ସମ୍ପୂର୍ଣ୍ଣ ଜଳି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୫ : ପାରଳାଖେମୁଣ୍ଡି, ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର “ଓସଓ୍ବାନ୍” କକ୍ଷ ଠାରେ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦ୍ବାରା ଗଜପତି ଜିଲ୍ଲା ସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ରାଜସ୍ବ ଆଦାୟ ଠାରୁ ଆରମ୍ଭ କରି ସାଧାରଣ ପଟ୍ଟା ଓ ଜଙ୍ଗଲ ଜମି ପଟ୍ଟା ବଣ୍ଟନ ଆଦି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟ ସମ୍ବନ୍ଧରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୫ :ସହରାଞ୍ଚଳରେ ଝାଟିମାଟି ଓ ଭଙ୍ଗା ଟିଣ ଛପର ଘରେ ଜୀବନ ବିତାଉଥିବା ଗରିବ ଲୋକ ମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଛି , ପ୍ରଧାନମନ୍ତ୍ରୀ ଆବାସ ଯୋଜନା ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେନ୍ଦ୍ର ସରକାରଙ୍କ ଏକ ଅନନ୍ୟ ପଦକ୍ଷେପ । ଏହି ଯୋଜନା ଦ୍ୱାରା ଗରିବ ଶ୍ରେଣୀ ତଥା ବାସାହିଁ ପରିବାର ଲୋକଙ୍କୁ ଅଳ୍ପ ସୁଲଭ ମୂଲ୍ୟର ଆର୍ଥିକ ସହାୟତା ଦେଇ ଏକ ପକ୍କା ଘର ନିର୍ମାଣ କରିବା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୫ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମିଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପତ୍ତି ତଥାପି ବିପର୍ଯ୍ୟୟ ପରିଚାଲନା କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଜରୁରୀକାଳିନ ଅଧିକାରୀ ଶ୍ରୀ ପ୍ରଭାସ କୁମାର ବେଉରା ବୈଠକ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାକ ସୂଚନା ଦେଇ କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୫ : ଗଜପତି ଜିଲ୍ଲା ଆଇନା ସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ସତ୍ୟପିର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା ଦୌରାଜଜ ଶ୍ରୀ ମିଶ୍ର ଏହି Continue Reading