Home Posts tagged Gajapati (Page 4)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୭: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ନାମନଗଡ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦ୍ବୟ ଶ୍ରୀ ଭେଙ୍କେଟେଶ୍ୱର ସାହୁକାର ଓ ଶ୍ରୀ ସୁରେଶ ଚନ୍ଦ୍ର ମହାଙ୍କୁଡଙ୍କୁ ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ହରିହର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ଭର୍ଦ୍ଧନା ସଭା ପର୍ବର କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଦେବଗିରି ବନ ରେଞ୍ଜ ଆନୁକୂଲ୍ୟରେ ଭୋୟା ପାହାଡ ପରିସରରେ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ୨୦୨୪ ପାଳନ ଅବସରରେ ସଚେତନତା ସଭା , ସମୂହ ଶପଥ ପାଠ , ଚାରା ବଣ୍ଟନ ଯାନ ଶୁଭାରମ୍ଭ ଏବଂ ମେଗା ସମୂହ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୭: ଗଜପତି ଜିଲ୍ଲା ବ୍ୟାପୀ ଦୀର୍ଘ ୨ ମାସ ଧରି ଜିଲ୍ଲାବ୍ୟାପୀ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ -୨୦୨୪ ପ୍ରଚାର ରଥର ଶୁଭାରମ୍ଭ ଆଜି ସିଡିଏମଓ: ଡ଼ାଃ ଏମ: ମୁବାରକ ଅଲ୍ଲୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି ।ବର୍ଷା ମାସରେ ଅଧିକାଂଶରେ ଲୋକଙ୍କୁ ଡେଙ୍ଗୁ , ଡାଇରିଆ ଓ ମ୍ୟାଲେରିଆ ରୋଗ ହୋଇଥାଏ । ନାଳ ଓ ପରିବେଶ ସଫାସୁତୁରା ନ ରହିବା ଫଳରେ ସେଠାରେ ମଶା ମାଛିଙ୍କ ବଂଶ ବୃଦ୍ଧି ହେବାରେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ଗଜପତି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କ ବିପଦ ସଙ୍କୁଳ କାର୍ଯ୍ୟରେ ନିରାକରଣ ନିମନ୍ତେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବିଏନ:(ବୃନ୍ଦାବନ) ପ୍ୟାଲେସ ପରିସରରେ ଥିବା ରଙ୍ଗମଞ୍ଚ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ସଂସ୍କୃତିର ମହାପର୍ବ ଏହି ଯୋଗାଭ୍ୟାସ ସମାରୋହ ସଭାରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଙ୍କ ସଭାପତିତ୍ବରେ ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୬ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ମହାବିଦ୍ୟାଳୟ ପରିସରରେ ଆଜି ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୁଷ୍ମାନ ଭାରତ ଅନ୍ତର୍ଗତ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ଦିବସ ପାଳନ ଅବସରରେ ଏକ ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ବିଭାଗର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୬: ମଙ୍ଗଳବାର ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ରାଜ ସୀତାପୂର ସ୍ଥିତ ସେଞ୍ଚୁରିଅନ ୟୁନିଭରସିଟିର ଅଡିଟରିଅମ ହଲ ଠାରେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ପିଏମ କିଶାନ ଉତ୍ସବ ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ପିଏମ କିସାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି( ୨ ହଜାର ଟଙ୍କା) ଅର୍ଥ ରାଶି ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ହସ୍ତାନ୍ତରର ଭର୍ଚୁଆଲ ମୋଡରେ ସିଧା ପ୍ରସାରଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୫: ଗଜପତି ଜିଲ୍ଲାରେ ଚଳିତ ମାସର ଆସନ୍ତା ୧୩ ତାରିଖ ଦିନ ପାରଳାଖେମୁଣ୍ଡି ଓ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ ।ଏହି ପରିପ୍ରେକ୍ଷୀରେ ନିର୍ବାଚନ ବେଳେ ଜିଲ୍ଲାବ୍ୟାପୀ ମତଦାନ ହାରକୁ ଅଧିକରୁ ଅଧିକ ବଢାଇବା ଉଦ୍ଦେଶ୍ୟ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭୋଟର ସଚେତନତା ପାଇଁ ଆଜି ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।ନିଶ୍ଚିତ ଭୋଟ ଦେବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪:ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି , ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ୟ ଦଳର ନେତା ଓ କର୍ମୀ ମାନେ ସେମାନଙ୍କ ଦଳ ଛାଡ଼ି ବିଜେଡି ମୁହାଁ ହେବାରେ ଲାଗିଛନ୍ତି ଏବଂ ଦିନକୁ ଦିନ ବିଜେଡି ଦଳର ଶକ୍ତି ବୃଦ୍ଧି ହେବାରେ ଲାଗିଛି ।ଗତକାଲି ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି: ର କର୍ମୀ ଓ ନେତା ମାନେ ବିଜେଡି ଦଳରେ ସାମିଲ ହୋଇ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୩ : ବିଜେପି ବ୍ରହ୍ମପୁର ସାଂସଦ ର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହୀ ଙ୍କ ନିର୍ବାଚନ ପାଇଁ ସାଂଗଠାନିକ କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି।ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭାବେ ଟିକେଟ ପାଇବା ପରେ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହି ପ୍ରଥମ ଥର ପାରଳା ଗସ୍ତରେ ଆସିଛନ୍ତି ।ବିଜେପି ସାଂସଦ ପ୍ରାର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହି ପାରଳାଖେମୁଣ୍ଡି ପହଞ୍ଚିବା ପରେ ତାଙ୍କୁ ଏକ ବିରାଟ ପଟୁଆରରେ ଶତାବ୍ଦୀ ସଂଖ୍ୟକ ଦଳୀୟ ନେତା ଓ କର୍ମୀ Continue Reading