ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୨: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ସ୍ଥାୟୀ ରଙ୍ଗମଞ୍ଚର ପ୍ରାଣ ପ୍ରତିଷ୍ଠାତା ତଥା ପାରଳାର ଯୁଗଜନ୍ମା ତଥା ମହାନ ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୬ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ କବିତା ପାଠୋତ୍ସବ , Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଗଜପତି,୧୪/୨: ପାରଳଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ବର ଏବଂ ଉତ୍କଳ ହିତୈଷିଣୀ ସମାଜ ପାରଳାଖେମୁଣ୍ଡିଙ୍କ ମିଳିତ ଆନୁକୁଲ୍ୟରେ ପ୍ରାବନ୍ଧିକ ପ୍ରବାଦ ପୁରୁଷ ଓଡ଼ିଆ ସ୍ଵାଭିମାନୀ ଶ୍ୟାମସୁନ୍ଦର ରାଜଗୁରୁ\’ଙ୍କ ୧୫୯ ତମ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉତ୍କଳ ହିତେଇଷିଣୀ ସମାଜର ସଭାପତି ଶ୍ରୀ ଭାରତ ଭୂଷଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୧ : ଗଜପତି ଜିଲ୍ଲାରେ ଚାଷୀମାନଙ୍କ ନିମନ୍ତେ ମାଣ୍ଡିଆ-ମଣ୍ଡିର ଶୁଭ ଉଦଘାଟନୀ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ସେରଙ୍ଗ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା କୃଷି ଉପ-ନିର୍ଦ୍ଦେଶକ ଶ୍ରୀ ବଳରାମ ସୁବୁଦ୍ଧି ଯୋଗ ଦେଇ ରିବନ କାଟି ମାଣ୍ଡିଆ-ମଣ୍ଡିର ଶୁଭ ଉଦଘାଟନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧: ଗଜପତି ଜିଲ୍ଲାର ଆଦିବାସୀ ବହୁଳ ତଥା ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି କିଶୋରୀ ବାଳିକା ମେଳା କାର୍ଯ୍ୟକ୍ରମ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ବିଭାଗ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କିଶୋରୀ ବାଳିକା ମାନଙ୍କୁ ନେଇ ବିଭିନ୍ନ ସଚେତନତା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା ।କିଶୋରୀ ମେଳା ଅବସରରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧: ଜୀବନରେ ପ୍ରତ୍ୟେକଙ୍କ ପାଇଁ କଠିନ ପରିଶ୍ରମ ହିଁ ସଫଳତାର ମାପକାଠି ହୋଇଥାଏ ବୋଲି ଆଜି ଫାଇଭ-ଟି ଅଧ୍ୟକ୍ଷ ଶ୍ରୀ ଭି କେ: ପାଣ୍ଡିଆନ , ଗଜପତି ଜିଲ୍ଲା ଗସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ “ନୂଆ-ଓ” ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ମହାବିଦ୍ୟାଳୟର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ଏହା କହିଛନ୍ତି ।ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆୟୋଜିତ ଏହି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧: ଦେଶାଇ ଫାଉଣ୍ଡେସନ ସହାୟତା ରେ ସିସିଡି ଅନୁଷ୍ଠାନ ପକ୍ଷରୁ ରାୟଗଡ଼ ବ୍ଲକର , ପୁତ୍ତାର ପଞ୍ଚାୟତର ବୁରୁସିଂ ଓ ଏଙ୍ଗାରସିଂ ପଞ୍ଚାୟତର ଏଙ୍ଗାରସିଂ ଗ୍ରାମରେ ଗ୍ରାମବାସୀ ମାନଙ୍କ ନିମନ୍ତେ ଦୁଇ ଦିନିଆ ମଧୁମେହ ଓ ରକ୍ତଚାପ ରୋଗ ବିଷୟରେ ସଚେତନତା କରାଯିବା ସହ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପୁତ୍ତାର ପଞ୍ଚାୟତ ର ସରପଞ୍ଚ , ଓ ଏଙ୍ଗାରସିଂ ପଞ୍ଚାୟତ ର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧:ଉତ୍କଳ କଳା ଓ ସଂସ୍କୃତି ପ୍ରତିଷ୍ଠାନ ଏବଂ ସ୍ଵାମୀ ବିବେକାନନ୍ଦ ଲୋକ ସଂସଦ ପାରଳାଖେମୁଣ୍ଡି ଶାଖା ଆନୁକୂଲ୍ୟ\’ରେ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷୀଣି ସମାଜ ସଭା ଗୃହରେ ଅନୁଷ୍ଠାନ ର ସଭାପତି ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର\’ଙ୍କ ଅଧ୍ୟକ୍ଷତାରେ ଜାତୀୟ ଯୁବ ଦିବସ\” କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୧: ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ବାମନିପଡା ଗ୍ରାମସ୍ଥିତ କୋଠାଗୃହ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ତଥା ଚାଷୀ ମାନଙ୍କୁ ଖରୁରୀଗୁଡ ପ୍ରକ୍ରିୟାକରଣ , ନେତୃତ୍ଵର ବିକାଶ , ଆର୍ଥିକ ସ୍ଥାୟୀର ପରିବର୍ତ୍ତନ୍ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ସମ୍ପର୍କିତ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ।ଏହି ତାଲିମ ଶିବିରର ଉଦଘାଟନ କାର୍ଯ୍ୟକ୍ରମରେ ଆର:କେ:ଏସ:ଏସ. Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ କନିଷ୍ଠ ବିଜ୍ଞାନ ମହାବିଦ୍ୟାଳୟ ଓ ନେହେରୁ ଯୁବ କେନ୍ଦ୍ର ମିଳିତ ପକ୍ଷରୁ ଆଜି ଜାତୀୟ ଯୁବ ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ସଡ଼କ ସୁରକ୍ଷା ଉପରେ ମହାବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ପରିକ୍ରମା କରିଥିଲା ।ପରେ ରାଣୀପେଣ୍ଠ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ର ଗଙ୍ଗାବାଡ ଗ୍ରାମ ଠାରେ ଓଡିଶା ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହାୟତାରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ମହେନ୍ଦ୍ର ବାନାଞ୍ଚଳ ପକ୍ଷରୁ \” ଜଙ୍ଗଲ ନିଆଁ ନିରାକରଣ ସମ୍ପର୍କିତ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।।ଏହି ଅବସରରେ ଆୟୋଜିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ମହେନ୍ଦ୍ର ବନାଞ୍ଚଳ Continue Reading