Home Posts tagged Gajapati (Page 6)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧: ଦେଶାଇ ଫାଉଣ୍ଡେସନ ସହାୟତା ରେ ସିସିଡି ଅନୁଷ୍ଠାନ ପକ୍ଷରୁ ରାୟଗଡ଼ ବ୍ଲକର , ପୁତ୍ତାର ପଞ୍ଚାୟତର ବୁରୁସିଂ ଓ ଏଙ୍ଗାରସିଂ ପଞ୍ଚାୟତର ଏଙ୍ଗାରସିଂ ଗ୍ରାମରେ ଗ୍ରାମବାସୀ ମାନଙ୍କ ନିମନ୍ତେ ଦୁଇ ଦିନିଆ ମଧୁମେହ ଓ ରକ୍ତଚାପ ରୋଗ ବିଷୟରେ ସଚେତନତା କରାଯିବା ସହ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପୁତ୍ତାର ପଞ୍ଚାୟତ ର ସରପଞ୍ଚ , ଓ ଏଙ୍ଗାରସିଂ ପଞ୍ଚାୟତ ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧:ଉତ୍କଳ କଳା ଓ ସଂସ୍କୃତି ପ୍ରତିଷ୍ଠାନ ଏବଂ ସ୍ଵାମୀ ବିବେକାନନ୍ଦ ଲୋକ ସଂସଦ ପାରଳାଖେମୁଣ୍ଡି ଶାଖା ଆନୁକୂଲ୍ୟ\’ରେ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷୀଣି ସମାଜ ସଭା ଗୃହରେ ଅନୁଷ୍ଠାନ ର ସଭାପତି ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର\’ଙ୍କ ଅଧ୍ୟକ୍ଷତାରେ ଜାତୀୟ ଯୁବ ଦିବସ\” କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୧: ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ବାମନିପଡା ଗ୍ରାମସ୍ଥିତ କୋଠାଗୃହ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ତଥା ଚାଷୀ ମାନଙ୍କୁ ଖରୁରୀଗୁଡ ପ୍ରକ୍ରିୟାକରଣ , ନେତୃତ୍ଵର ବିକାଶ , ଆର୍ଥିକ ସ୍ଥାୟୀର ପରିବର୍ତ୍ତନ୍ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ସମ୍ପର୍କିତ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ।ଏହି ତାଲିମ ଶିବିରର ଉଦଘାଟନ କାର୍ଯ୍ୟକ୍ରମରେ ଆର:କେ:ଏସ:ଏସ. Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ କନିଷ୍ଠ ବିଜ୍ଞାନ ମହାବିଦ୍ୟାଳୟ ଓ ନେହେରୁ ଯୁବ କେନ୍ଦ୍ର ମିଳିତ ପକ୍ଷରୁ ଆଜି ଜାତୀୟ ଯୁବ ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ସଡ଼କ ସୁରକ୍ଷା ଉପରେ ମହାବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ପରିକ୍ରମା କରିଥିଲା ।ପରେ ରାଣୀପେଣ୍ଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ର ଗଙ୍ଗାବାଡ ଗ୍ରାମ ଠାରେ ଓଡିଶା ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହାୟତାରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ମହେନ୍ଦ୍ର ବାନାଞ୍ଚଳ ପକ୍ଷରୁ \” ଜଙ୍ଗଲ ନିଆଁ ନିରାକରଣ ସମ୍ପର୍କିତ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।।ଏହି ଅବସରରେ ଆୟୋଜିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ମହେନ୍ଦ୍ର ବନାଞ୍ଚଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା କାଶୀନଗର ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ବ୍ଲକସ୍ତରୀୟ ଫାଇଲେରିଆ(ବାତଜ୍ୱର) ରୋଗର ପରିଚାଳନା ଏବଂ ଶାରିରୀକ ଅସାମର୍ଥ୍ୟର ନିରାକରଣ ସମ୍ପର୍କିତ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୀମତୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ପଞ୍ଚାୟତ ପ୍ରଶିକ୍ଷଣ କେନ୍ଦ୍ର ଠାରେ ସ୍ଵାତୀ ଅନୁଷ୍ଠାନ ପକ୍ଷରୁ ଓ ୟୁଏସ: କନସୁଲେଟ୍ ଜେନେରାଲ ହାଇଦ୍ରାବାଦ ସହାୟତାରେ ମହିଳା ମାନଙ୍କ ନିମନ୍ତେ ଆଇନ ସଚେତନତା ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମର ଉଦଘାଟନୀ ସଭାରେ ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ସଶକ୍ତିକରଣ ବିଭାଗ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୨: ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ କମ୍ପ୍ୟୁଟର ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ଗ୍ରାହକ ଅଧିକାର ସୁରକ୍ଷା ସଂଘ୍ ପକ୍ଷରୁ “ଜାତୀୟ ଗ୍ରାହକ ସୁରକ୍ଷା ଦିବସ ୨୦୨୩ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ଗ୍ରାହକ ଅଧିକାର ସୁରକ୍ଷା ସଂଘର ଉପ ସଭାପତି ଶ୍ରୀମତୀ ତନୁଜା ଶତପଥୀ ଙ୍କ ଅଧ୍ୟକ୍ଷତା ରେ , ମୁଖ୍ୟ ଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୨: ଗଜପତି ଜିଲ୍ଲା ନୂଆଗଡ ଓ ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ଅତରସିଂ ଗ୍ରାମ ସ୍ଥିତ କୋଠ-ଗୃହ ଠାରେ ଶନିବାର ତା:-୧୬/୧୨/୨୦୨୩ ରିଖରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ଏବଂ ଚାଷୀ ମାନଙ୍କ ନିମନ୍ତେ ଖରୁରୀଗୁଡ ପ୍ରକ୍ରିୟାକରଣ ସମେତ ସେମାନଙ୍କୁ ନେତୃତ୍ଵର ବିକାଶ , ଆର୍ଥିକ ସ୍ଥାୟୀତ୍ୱର ପରିବର୍ତ୍ତନ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ପ୍ରଭୃତି ବିଷୟରେ ତାଲିମ ଦିଆ ଯାଇଥିଲା ।ଏହି ତାଲିମ ଶିବିରର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ଗୁମ୍ମା ବ୍ଲକର ବୃଷଭ ଏବଂ ଭୁବନୀ ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ବୃଷଭ ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ସ୍ତରରେ ହୁଳହୁଳି ସହ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଥିଲା ।ଏହି ଅବସରରେ Continue Reading