Home Posts tagged Gajapati (Page 7)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୨: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ସୁ-ନେତ୍ର ଯୋଜନା ଅନ୍ତର୍ଗତରେ ବିଦ୍ୟାଳୟ ସ୍ତରୀୟ ପିଲା\’ଙ୍କ ଚକ୍ଷୁ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଶିକ୍ଷା କାର୍ଯ୍ୟକଳୟ ପକ୍ଷରୁ ଗୁରାଣ୍ଡୀ ସ୍ଥିତ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାଃ ପ୍ରଦୀପ କୁମାର ପାତ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୧: ଗଜପତି ଜିଲ୍ଲାକୁ ମରୁଡିଗ୍ରସ୍ତ ଘୋଷଣା, ଭୂମିହୀନଙ୍କୁ ଜମି, ଆଦିବାସୀ ଓ ଅନ୍ୟ ବନଜୀବିଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ ସମେତ ବିଭିନ୍ନ ଦାବୀ ନେଇ ଆଜି ଅଖିଳ ଭାରତ କିଶାନ୍ ମଜଦୁର ସଭା ଗଜପତି ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ରାଲି ଓ ଗଣ ବିକ୍ଷୋଭର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆଜି ସ୍ଥାନୀୟ ନୂଆ ବସଷ୍ଟାଣ୍ଡରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ଶେଷରେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରବିବାର ଭୋଟର ତାଲିକା\’ର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ -୨୦୨୪ କାର୍ଯ୍ୟକ୍ରମର ଜିଲ୍ଲାସ୍ତରୀୟ ଭୋଟର ସଚେତନତା ଅଭିଯାନ ରଥର ଶୁଭାରମ୍ଭ ହୋଇଯାଇଛି।।ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସବୁଜ ପତାକା ଦେଖାଇ ଜିଲ୍ଲାସ୍ତରୀୟ ସଚେତନତା ଅଭିଯାନ ରଥ ଓ ଶୋଭାଯାତ୍ରାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ପାଳନ ଅବସରରେ ଶପଥ ପାଠ , ଆଲୋଚନା ଚକ୍ର ଓ ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୧୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ରାଣୀପେଣ୍ଠ ପଞ୍ଚାୟତର ରାଣୀପେଣ୍ଠ ଗ୍ରାମ ସ୍ଥିତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ପରିସରରେ ଥିବା ମଣ୍ଡପ ଠାରେ କାଶୀନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ଫାଇଲେରିଆ ସର୍ବେକ୍ଷଣ କାର୍ଯ୍ୟକ୍ରମରେ ୫ ରୁ ୯ ବର୍ଷ ବୟସର ଶିଶୁ ମାନଙ୍କ ନିମନ୍ତେ ରାତ୍ରି କାଳୀନ ରକ୍ତ ନମୁନା ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ମୁଖ୍ୟତଃ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧୦: ଗଜପତି ଜିଲ୍ଲାର ପଞ୍ଚାୟତ ଓ ବ୍ଲକ୍ ସ୍ତରରେ ଘରେ ଘରେ ଗଡିବ , ରାଜ୍ୟ ସରକାରଙ୍କ ୩୬ ଟି “ଲକ୍ଷ୍ମ” ବସର ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି ।ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଲୋକସେବା ଭବନରେ ଉପସ୍ଥିତ ରହି , ଓଡ଼ିଶା ବାଣିଜ୍ୟ ଓ ପରିବହନ ବିଭାଗ ଦ୍ଵାରା ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନା କାର୍ଯ୍ୟକ୍ରମରେ ଯୋଡ଼ି ହୋଇ ଆଭାଷି ମାଧ୍ୟମରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୦ : ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ନାରାୟଣନଗର ଠାରେ ପଞ୍ଚମ ଲୋକକଳା ଗ୍ରାମ ବାର୍ଷିକ ଉତ୍ସବ ସୋମବାର ଦିନ ଗୋଟାଏ ସମୟରେ ଅନୁଷ୍ଠିତ ହୋଇଛି ।ଜିଲା ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାତଃ ସମୟରେ ରାମଧୁନ ଗାନ କରାଯାଇଥିଲା । ଏହାସହ ସଂକୀର୍ତନ୍ୟ ସହ କଳାକାରମାନେ ଏକ ଶୋଭାଯାତ୍ରାରେ ଲୋକକଳା ଗ୍ରାମ ପରିକ୍ରମା କରିଥିଲେ ।ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯: ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜ୍ଞାନ ପ୍ରକାଶ , ଗଜପତି ଶାଖା ପକ୍ଷରୁ ଜିଲ୍ଲା ସଭାପତି ଶ୍ରୀମତୀ ସ୍ନିଗ୍ଧା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ଶ୍ରୀ ଜ୍ଞାନଚାନ୍ଦ ଶତପଥୀ , ସହ ସମ୍ପାଦିକା ଶ୍ରୀମତୀ ଅମ୍ବିକା ସ୍ୱାଇଁ , ମୂଖ୍ୟ ଅତିଥି ରୂପେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୯: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲାଇଲାଇ ଗ୍ରାମସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର ଯୋଗ ଦେଇ ମିଳିତ ଜନ ଅଭିଯୋଗ ଶୁଣାଣୀ କରିଥିଲେ ।ଏହି ଜନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୯: ପାରଳାଖେମୁଣ୍ଡି ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସର\’ରେ ଆଜି ପିଏମ: – ବିଶ୍ଵକର୍ମା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ କୁ ଯୋଜନାର ହିତାଧିକାରୀଙ୍କୁ ମଧ୍ୟରେ ପ୍ରଦର୍ଶିତ ହୋଇଥିଲା ।ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ନୂତନ ପିଏମ: ବିଶ୍ଵକର୍ମା ଯୋଜନାର ଭରଚୁଆଲ ମୋଡରେ ଶୁଭାରମ୍ଭ କରିଛନ୍ତି। ।ଦେଶର ୧୮ ଗୋଟି କୌଳିକ ବୃତ୍ତ୍ତିଧାରୀ ଏହି ଯୋଜନାରେ ଉପକୃତ Continue Reading