Home Posts tagged Gajapati (Page 8)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୯ : ବର୍ଷା ମାସ ଦିନରେ ଅଧିକାଂଶ ରେ ମଶାଙ୍କ ବଂଶବୃଦ୍ଧି ହେବାରେ ସହାୟକ ହୋଇଥାଏ । ଏହା ଫଳରେ ଲୋକଙ୍କୁ ମ୍ୟାଲେରିଆ , ଡେଙ୍ଗୁ ଓ ଡାଇରିଆ ରୋଗ ବ୍ୟାପିବା ସମ୍ବାବନା ରହିଥାଏ ।ଅନ୍ୟପକ୍ଷରେ ଏହି ତାମ୍ପରା କଇଠାଗ୍ରାମରେ ଗତ ବର୍ଷ ୬ ଟି ଡେଙ୍ଗୁ ପୋଜିଟିଭ ଥିଲା ଏବଂ ଏ ସବୁକୁ ଦୃଷ୍ଟିରେ ଏ ସବୁଠାରୁ ଦୂରେଇ ରହି ସାବଧାନତା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଭାରତ ସରକାରଙ୍କ ସମନ୍ୱିତ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ କୃଷି କାର୍ଯ୍ୟାଳୟ ସାମନାରେ ଗତ ଅଗଷ୍ଟ ୩୧ ତାରିଖ ଠାରୁ ବିଭିନ୍ନ ଦାବୀ ତଥା କେଡର ପୁନାର୍ବିନ୍ୟାସ କରାଯିବା ନେଇ ସରକାରଙ୍କ ଅହେତୁକ ବିଳମ୍ବ କରା ଯାଉଥିବା ପ୍ରତିବାଦ\’ରେ ଗୋଟିଏ ଛାତ ତଳେ ଜିଲ୍ଲର ଜଳଛାୟା , ଉଦ୍ୟାନ ଓ କୃଷି ବିଭାଗ ଅଧିକାରୀ ମାନେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିଛନ୍ତି ।ଏ ସମ୍ପର୍କରେ ଜଳଛାୟା ତଥା ମୃତ୍ତିକା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ନାଟକ ମଞ୍ଚ ଠାରେ ଉଚ୍ଚ ବିଦ୍ୟାଳୟ ସ୍ତରରେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡ଼ିଶା , ଭୁବନେଶ୍ୱର ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୮: ମଣିପୁର ରାଜ୍ୟରେ ଗତ ମେ ମାସରୁ ଦେଖା ଦେଇଥିବା ସାଂପ୍ରଦାୟିକ ହିଂସା ଥମିବାର ନାମ ନେଉ ନାହିଁ , ତୁରନ୍ତ ସେଠାରେ ଶାନ୍ତି ଫେରାଇ ଆଣିବା ପାଇଁ ଆଜି ଗଜପତି ଜିଲ୍ଲା ୟୁନାଇଟେଡ ଖ୍ରୀଷ୍ଟିଆନ ଫୋରମ୍ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଗଜପତି ଜିଲ୍ଲାପାଳଙ୍କ ଜରିଆରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଙ୍କୁ ପ୍ରଦାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୮: ଗଜପତି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସଡମା:), ଭୁବନେଶ୍ୱର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଏକ ଦିବସୀୟ ବିଦ୍ୟାଳୟ ସୁରକ୍ଷା ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ଠାରେ ଥିବା ଗଜପତି ଜିଲ୍ଲା ଶିକ୍ଷା କାର‌୍ୟ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟଅଥିତି ରୂପେ ଏହି କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୮: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତ୍ୟେଷିଣୀ ସମାଜର ସମ୍ମିଳନୀ କକ୍ଷ ଠାରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସାରସ୍ଵତ ସଭା କାର୍ଯକ୍ରମରେ ସଭାପତିତ୍ବ କରିଥିଲେ – ବରିଷ୍ଠ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ଗଜପତି ଜିଲ୍ଲା ଶାଖାର ପୂର୍ବତନ ସଦସ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୮: ହିଂସାରେ ପୀଡ଼ିତ ମହିଳା ଓ ବାଳିକା ମାନଙ୍କ ପାଇଁ କାର୍ଯ୍ୟ କରୁଥିବା ସଖୀ \”ୱାନ ଷ୍ଟପ ସେଣ୍ଟର(ଶକ୍ତି ସମ୍ବଳ) ନୂତନ କୋଠା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଭାଗରେ ଥିବା ଯକ୍ଷ୍ମା କେନ୍ଦ୍ର ପରିସରରେ ଉଦଘାଟିତ ହୋଇ ଯାଇଛି ।ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂତନ କୋଠାକୁ ଉଦଘାଟନ କରିଥିଲେ ।ଏହି ସଖୀ ୱାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୮ : ଆଜି ବିଶ୍ୱ ଆଦିବାସୀ ଦିବସ ଅବସରରେ ଅଖିଳ ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ ମଜଦୂର ସଭା ପକ୍ଷରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପାରଶମ୍ଵା ଗ୍ରାମ ଠାରେ ଆଦିବାସୀ ମାନଙ୍କ ଏକ ବିଶାଳ ଶୋଭାଯାତ୍ରା ଓ ସମାବେଶ ଅନୁଷ୍ଠିତ ହୋଇଯାଇଛି ।ଆଦିବାସୀ ନେତା ଶ୍ରୀ କାଡୁକା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଅଖିଳ ଭାରତ କିଶାନ ମଜଦୂର ସଭାର ଜାତୀୟ ସମ୍ପାଦକ ଶ୍ରୀ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୨/୮: ଗଜପତି ଜିଲ୍ଲାରେ “ପିଏମ୍- କେଭିୱାଇ” ତଥା “ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା” କାର୍ଯ୍ୟ କ୍ରମ ବେଶ ସଫଳତାର ଆଗେଇ ଚାଲିଛି ।ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ହେଉଛି , ଭାରତ ସରକାରଙ୍କ ଦକ୍ଷତାର ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରାଳୟର ଏକ ମହତ୍ତ୍ୱପୂର୍ଣ୍ଣ ଯୋଜନା । ଏହି ଯୋଜନାର ମୁଖ୍ୟ ଆଭିମୁଖ୍ୟ ହେଉଛି ଯେ , ବହୁ ସଂଖ୍ୟକ ବେ-ରୋଜଗାର ଶିକ୍ଷିତ ଯୁବପିଢ଼ିଙ୍କୁ ଶିଳ୍ପଭିତ୍ତିକ Continue Reading