ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୭: ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଭୁବନେଶ୍ୱରର ମ୍ୟୁଜିକ ସର୍କଲ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସହରର ରାଜ୍ୟ ସମ୍ମାନ ପ୍ରାପ୍ତ ବିଶିଷ୍ଟ ସଙ୍ଗୀତ ଗୁରୁ ପଣ୍ଡିତ ରଘୁନାଥ ପାତ୍ର ଓ ତାଙ୍କ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ଓଡିଶୀ ସଂଗୀତ ପରିବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ଡ଼ଃ.ଅରବିନ୍ଦ ବେହେରା , ଡ଼ଃ.ସଞ୍ଜୀବ ହୋତା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲାରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଆଜି ମୋ ଡାଏରୀ ୨୦୨୩ -୨୪ ନିମନ୍ତେ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ ଓ ମୋ ପ୍ରୋଜେକ୍ଟ ନୋଟ୍ ବୁକ୍ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି।ଜିଲ୍ଲାରେ ସମସ୍ତ ୮୮୦ ଗୋଟି ସରକାରୀ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ବଣ୍ଟନ କରା ଯାଇଅଛି ଓଗଜପତି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟରେ ସକାଳ ୯ ଘଟିକା ସମୟରେ ବିଦ୍ୟାଳୟର ସମସ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ତ ତଥା ଗୁମା ବ୍ଲକ ଝାମୀ ପଞ୍ଚାୟତ ଅନ୍ତର୍ଗତ ଏକ ଜଙ୍ଗଲ ଠାରେ ଛେଳି ଚରୁଥିବା ବେଳେ ହଠାତ୍ ପାହାଡ଼ରୁ ପଥର ଖସି ଘଟଣା ସ୍ଥଳରେ ୭ ଛେଳି\’ଙ୍କ ମୃତ୍ୟୁ ହେବାସହ ଗୋଟିଏ ଛେଳି ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛି ।ଗ୍ରାମର ଶ୍ରୀ ଜି: ଭେଙ୍କଟ ରାଓ ନାମକ ଜଣେ ବ୍ୟକ୍ତି ସବୁଦିନ ଭଳି ନିକଟସ୍ତ ପାହାଡିଆ ଜଙ୍ଗଲ ଅଞ୍ଚଳକୁ ଛେଳି ଚରାଇବା ପାଇଁ ଯାଇଥିଲେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୭: ଆଜି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଗଜପତି ଜିଲ୍ଲାକୁ ଶ୍ରେଷ୍ଠ ପାରଦର୍ଶିତା ପାଇଁ ” ଭୂମି ସମ୍ମାନ” ପ୍ଲାଟିନମ ପ୍ରମାଣ ପତ୍ର” ପ୍ରଦାନ କରାଯାଇଛି ।ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁଙ୍କ କରକମଳରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୬୮ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି । Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୭:ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଓ ଗଜପତି ଜିଲ୍ଲା ରେଡକ୍ରସ ସମିତିର ମିଳିତ ଆନୁକୁଲ୍ୟରେ ପକ୍ଷରୁ ୩ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ: ଅଜୟ କୁମାର ତ୍ରିପାଠୀଙ୍କ ଅନୁମୋଦନ କ୍ରମେ ଆୟୋଜିତ ଏହି ୩ ଦିନିଆ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଞ୍ଚଳିକ ବିଜ୍ଞାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୬: ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡା ସ୍ଥିତ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ଶୁଣାଣୀ କରିଥିଲେ ।ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୬: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ କବି ବିଚିତ୍ରା ନନ୍ଦ ବେବର୍ତ୍ତାଙ୍କ କବିତା ପସରା “କଥା ଓ ବ୍ୟଥା” ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ପାରାଳାର ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା ।କବି ବିଚିତ୍ରା ନନ୍ଦଙ୍କ ଏହି କବିତା ଗୁଚ୍ଛଟି ତାଙ୍କର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୬: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା “ସଖୀ ୱାନ ଷ୍ଟପ ସେଣ୍ଟର” ତରଫରୁ ରଜ ଉତ୍ସବ ପାଳିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ ସେଣ୍ଟର ର କାର୍ଯ୍ୟକାରିଣୀ କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଚାଇଲ୍ଡଲାଇନ ର ସଂଯୋଜକ ଶ୍ରୀ ନାଗେଶ୍ଵର ଚୌଧୁରୀ ଯୋଗଦେଇ ରଜ ଉତ୍ସବ ପାଳନର ଉଦେଶ୍ୟ ଏବଂ ପରମ୍ପରା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୬ : ଆଜି ୧୪ ଜୁନ , ବିଶ୍ଵ ରକ୍ତଦାତା ଦିବସ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲ୍ଲା ବ୍ଲଡ଼ ବ୍ୟାଙ୍କ ଠାରେ ଗଜପତି ଜିଲ୍ଲା ରକ୍ତଦାତା ସଂଘ ପକ୍ଷ\’ରୁ ଏକ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ମହତ୍ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର କୁମାର ମିଞ୍ଜ ଏବଂ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ Continue Reading
କାଶୀନଗର,୨୫/୫: ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡବା ପଞ୍ଚାୟତ ସାରା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ନିଜ ୩୦ ବର୍ଷୀୟା ସ୍ତ୍ରୀ ଉର୍ମିଳା କାର୍ଯୀକୁ ଗଳାକାଟି ହତ୍ୟା କରିଛି ସ୍ବାମୀ ଚନ୍ଦ୍ରଶେଖର କାର୍ଯୀ। ସେ ଟାଙ୍ଗିଆରେ ତାର ସ୍ତ୍ରୀର ଗଣ୍ଡି ଓ ମୁଣ୍ଡ ଅଲଗା କରି ଦେଇଛି। ଆଜି ସକାଳେ ଦୁହେଁ ବିଲକୁ ଯାଇଥିଲେ।ଜମିବାଡ଼ି ଘଟଣାକୁ ନେଇ ସ୍ତ୍ରୀ ସହ ଚନ୍ଦ୍ରଶେଖରର ବଚସା ହୋଇଥିଲା। ତାପରେ ଉତକ୍ଷିପ୍ତ ହୋଇ ସେ ଏଭଳି କାଣ୍ଡ ଭିଆଇଥିବା Continue Reading