ପୁରୁଷୋତ୍ତମପୁର,୩/୨ : ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କାର୍ଯ୍ୟ ସମାପନ ହୋଇଛି।ଏହି ବିବାହ ବେଦୀରେ ଝିଅର ବାପା ଓ ଭାଇ ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି Continue Reading




