ଗଞ୍ଜାମ,୨୫/୧୧ : ବହୁ ଚର୍ଚ୍ଚିତ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଶୁଣାଣି ହୋଇଛି। ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଅଦାଲତ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ।ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ […]Continue Reading




