
ଭୁବନେଶ୍ୱର,୨୩//୨: ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ସାମନାକୁ ଆସିଛି ଅଭାବନୀୟ ଦୃଶ୍ୟ ।ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ କରିଛନ୍ତି ଜଣେ ବ୍ୟକ୍ତି । ତେବେ ଟମାଟୋ ମାଡ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି ୫-ଟି ଅଧ୍ୟକ୍ଷ । ସେ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ । ସେଥିରେ ପରବାୟ Continue Reading