ଭୁବନେଶ୍ୱର,୬/୭: ରାଜ୍ୟରେ ଦିନକୁଦିନ କରୋନାର ପ୍ରଭାବ କାୟା ବିସ୍ତାର କରିବାରେ ଲାଗିଛି । ସୋମବାର ଦିନ ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୦୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୪ଟି ଜିଲ୍ଲାରୁ ଏହିସବୁ Continue Reading
ଭୁବନେଶ୍ବର,୩ ।୭ : ଶୁକ୍ରବାର ଦିନ ରାଜ୍ୟରେ ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ୫୬୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ Continue Reading