Home Posts tagged gopal sahu the actor of bargarh dhanu yatra is no more
Odisha News
ବରଗଡ଼, ୧୩/୮ : ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ।ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ […]Continue Reading
Seo wordpress plugin by www.seowizard.org.