Home Posts tagged Gopalpur
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୯/୧୧ : ବଙ୍ଗୋପସାଗରରେ ଭୀଷଣ ରୂପ ଧାରଣ କରିଛି ସାମୁଦ୍ରିକ ଝଡ଼ ‘ଅକୱାନ୍’। ଧୀରେ ଧୀରେ ଉତ୍ତର ଦିଗକୁ ମୁହାଁଇ ଆଗକୁ ବଢ଼ୁଛି ବାତ୍ୟା।ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରି ଆଜି ସକାଳ ୫ଟା ୩୦ ମିନିଟ୍‌ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୪.୫ ଡିଗ୍ରୀ ଉତ୍ତର ଅକ୍ଷାଂଶ ଓ ୮୫.୩ ଡିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ହୋଇଛି।ଏହା ଆନ୍ଧ୍ରପ୍ରଦେଶର ନରସାପୁରଠାରୁ Continue Reading