Home Posts tagged govt school
Odisha News
ଭୁବନେଶ୍ବର, ୧୬/୪ : ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଛାତ୍ରଛାତ୍ରୀମାନଙ୍କ ପାଇଁ ସକାଳୁଆ ସ୍କୁଲ କରିଛନ୍ତି । ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ପାଇଁ ଖୁସି ଖବର ଆସିଛି ।ବ ଚଳିତ ଶିକ୍ଷା ବର୍ଷ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଏକାଡେମିକ୍ କ୍ୟାଲେଣ୍ଡରରେ ଆସନ୍ତା ମେ ୬ ତାରିଖରେ ଛାତ୍ରଛାତ୍ରୀମାନଙ୍କୁ ଖରା ଛୁଟି ମିଳିବ । ଆଗାମୀ ଦିନରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢିବାକୁ ଥିବାବେଳେ Continue Reading
Odisha News
ଭୁବନେଶ୍ୱର,୧୪/୩: ମାଟ୍ରିକ୍ ଡ୍ରପଆଉଟ୍ ପିଲାମାନେ ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜି ବିଧାନସଭାରେ ଆଜି ଏନେଇ ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ।ସେ କହିଛନ୍ତି, ୨୦୨୧-୨୨ ମସିହାରେ ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ।ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ […]Continue Reading