Home Posts tagged gunapur
Odisha News
ଗୁଣପୁର,୧୨/୫: ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲ୍ଲା କାଟ୍ରାଗଡା ନିକଟରେ ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି, ତାହା ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। କାରଣ ବିଦ୍ୟତ୍ ଟ୍ରାନ୍ସଫର୍ମର ନିକଟରେ ହାତୀଙ୍କ ମୃତଦେହ ପଡ଼ିରହିଛି।ଅପରପକ୍ଷରେ ଏହି ମୃତ ହାତୀଗୁଡ଼ିକ ଓଡ଼ିଶାର ହାତୀ ନା ଆନ୍ଧ୍ରର, ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଆନ୍ଧ୍ର ପୁଲିସ ଓ ବନ Continue Reading
Odisha News
ଗୁଣପୁର, ୨/୩: ଚାକିରି ଆଉ ୨ ମାସ ବଞ୍ଚିଥିଲା। କିନ୍ତୁ ସରକାରୀ ବାବୁଙ୍କ ଲୋଭ ଶେଷ ହୋଇ ନଥିଲା। ଭିଜିଲାନ୍ସ ପଞ୍ଝାରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ଗୋଷ୍ଟୀ ଶିକ୍ଷା ଅଧିକାରୀ (ବିଇଓ) ଅନ୍ତର୍ଯ୍ୟାମୀ ବେହେରା। ଆଜି ସେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାଇନ୍ସ ହାତରେ ଧରାପଡିଛନ୍ତି।ସୂଚନା ଅନୁସାରେ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରା ଛଅ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କ ୫୦ ପ୍ରତିଶତ ଏରିୟର Continue Reading
Seo wordpress plugin by www.seowizard.org.