Home Posts tagged guru divasa
Odisha News
ଭୁବନେଶ୍ୱର,୫/୯ : ଆଜି ହେଉଛି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଏକ ଶିଶୁକୁ ଉତ୍ତମ ଶିକ୍ଷା ଦ୍ୱାରା ଭଲ ମଣିଷ ଓ ଉତ୍ତମ ନାଗରିକ କରିବାରେ ଗୁରୁଙ୍କ ଅବଦାନ ବେଶ୍ ମହତ୍ତପୂର୍ଣ୍ଣ।ସମାଜ ଗଠନ ଏବଂ ରାଷ୍ଟ୍ରଗଠନରେ ମଧ୍ୟ ଗୁରୁଙ୍କ ବହୁତ ବଡ଼ ଭୂମିକା ରହିଛି। Continue Reading
Seo wordpress plugin by www.seowizard.org.