Home Posts tagged hatya case
Odisha News
ଭୁବନେଶ୍ୱର ୧୯/୫: ପ୍ରେମ ସମ୍ପର୍କକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ। ଭୁବନେଶ୍ୱର ଇନ୍ଫୋସିଟି ଥାନା ନିକଟରୁ ଯୁବକଙ୍କ ଅଧାପୋଡ଼ା ମୃତଦେହ ଉଦ୍ଧାର ଘଟଣାରେ ଏପରି ଟ୍ୱିଷ୍ଟ ଆସିଛି। ମୃତକ ଜଣଙ୍କ ହେଉଛନ୍ତି ବାରଙ୍ଗ ବାଲିପୋଡ଼ା ଅଞ୍ଚଳର ଅବିନାଶ ପ୍ରଧାନ। ଯୁବକଙ୍କ ବୟସ ପାଖାପାଖି ୨୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।ଖବର ଅନୁଯାୟୀ, ବାରଙ୍ଗ ବାଲିପୋଡ଼ା ଅଞ୍ଚଳର ଅବିନାଶ ନିକଟରେ ଥିବା ଏକ କମ୍ପ୍ୟୁଟର ସଂସ୍ଥାରେ କାମ କରୁଥିଲେ। ସେ ଜଣେ ଝିଅକୁ ଭଲ ପାଉଥିଲେ । Continue Reading
Seo wordpress plugin by www.seowizard.org.