ଭୁବନେଶ୍ୱର,୭/୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସାମିଲ ହୋଇଛନ୍ତି।HMPV କୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ତେବେ ବର୍ତ୍ତମାନ HMPV ଓ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ନେଇ ଚିନ୍ତା ବଢ଼ିଛି। ଏନେଇ Continue Reading