Home Posts tagged health Minister Naba Das
Odisha News
ଭୁବନେଶ୍ବର,୧/୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ରାଜ୍ୟ ପୁଲିସ କାର‌୍ୟ୍ୟାନୁଷ୍ଠାନ ନେଇଛି। ନବ ଦାସଙ୍କ ମୃତ୍ୟୁ ପରେ ମନ୍ତ୍ରୀଙ୍କ ପିଏସଓ ମିତ୍ରଭାନୁ ଦେଓଙ୍କୁ ନିଲମ୍ବିତ କରାଯାଇଛି।ଏଣେ ବ୍ରଜରାଜନଗର ଆଇଆଇସି ଓ ସବ୍ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କୁ ସମ୍ବଲପୁର ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ, ଏସଆଇ ଶଶିଭୂଷଣ ପୋଢ଼ଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ପୁଲିସ Continue Reading
Seo wordpress plugin by www.seowizard.org.