Home Posts tagged health minister naba das passes away
Odisha News
ଭୁବନେଶ୍ୱର,୨୯/୧: ଆସିଛି ବଡ଼ ଦୁଃଖଦ ଖବର। ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜଣେ ପୁଲିସ୍ ଏଏସ୍ଆଇଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ନବ ଦାସ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲ୍ରେ ଶେଷ ନଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।ନବ ଦାସଙ୍କ ବାମ ଛାତିରେ ଗୁଳି ବାଜିଥିଲା। ଗୁଳି ମାଡ଼ରେ ତାଙ୍କ ହୃତପିଣ୍ଡ ଓ ଫୁସ୍ଫୁସ୍ କ୍ଷତିଗ୍ରସ୍ତ ହୋଇଥିଲା। ଫଳରେ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଆପୋଲୋ Continue Reading