Home Posts tagged HEAR WAVE IN ODISHA
Odisha News
ରାଜଧାନୀ ତାପମାତ୍ରା ୩୯.୮ ଡିଗ୍ରୀ; କିନ୍ତୁ ଲାଗୁଛି ୬୨ ଡିଗ୍ରୀ ଭଳି ଗରମଭୁବନେଶ୍ବର, ୨୯/୫: ପ୍ରବଳ ଖରା ଯୋଗୁଁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ପଶ୍ଚିମରେ ଅସହ୍ୟ ତାତିକୁ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।ତାତି ସହ ପ୍ରବଳରୁ ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ରହିବା ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବଲାଙ୍ଗୀର, ସୋନପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି Continue Reading
Seo wordpress plugin by www.seowizard.org.