
ଭୁବନେଶ୍ୱର,୧୧/୫ : ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ। କିଛି ଦିନ ହେବ କାଳବୈଶାଖୀ ବର୍ଷାରେ ସାମାନ୍ୟ ଆଶ୍ବସ୍ତି ଅନୁଭବ ପରେ ପୁଣି ତାତିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ରାଜ୍ୟର ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି ।ଆଜି ରାଜ୍ୟରେ ରେକର୍ଡ ତାପମାତ୍ରା ଅନୁଭୂତ ହେବା ସହ ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରି ତାପମାତ୍ରା ସହ ସମ୍ବଲପୁର ପାଲଟିଛି ରାଜ୍ୟର ଉତପ୍ତ ସହର । ଏହାପରେ ରାଜଧାନୀ ଭୁବନେଶ୍ବର […]Continue Reading