Home Posts tagged Heat wave in Odisha (Page 6)
Odisha News
ଭୁବନେଶ୍ୱର, ୧୬/୩: ଆଜିଠୁ ବଢିବ ତାପମାତ୍ରା । ଖରାରେ ସିଝିବ ସାରା ଓଡ଼ିଶା । କେତେକ ସ୍ଥାନରେ ୪୦ ଡିଗ୍ରୀ ମୁହାଁ ହେଲାଣି ପାରଦ । ଏହାଦେଖି ଏବେଠୁ ଲୋକଙ୍କ ମନରେ ଛାନିଆ ପଶିଗଲାଣି।ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେହିପରି ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା ।ସେହିପରି ୧୨ଟି […]Continue Reading
Odisha News
ଭୁବନେଶ୍ୱର,୧୨/୩ : ରାଜ୍ୟରେ ବଢ଼ିଛି ତାତି । ଶୁକ୍ରବାର ୩୭ ଡିଗ୍ରୀ ଉପରେ ଥିଲା ୬ ସହର । ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଆହୁରି ବଢ଼ିବ ତାତି । ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ତାତି ୪୦ ଡିଗ୍ରୀ ଛୁଇଁବ । ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି ।ଆସନ୍ତା ୧୪ରୁ ୧୭ ତାରିଖ ମଧ୍ୟରେ ରାଜ୍ୟରେ ସାମୁଦ୍ରିକ ପବନ ବିଶେଷ ବହିବାର ସମ୍ଭାବନା ନାହିଁ । ଉତ୍ତର-ପଶ୍ଚିମ ଦିଗରୁ ତତଲା ପବନ ବହିବ ।ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାରେ […]Continue Reading
Odisha News
ଭୁବନେଶ୍ୱର ୯/୩ : ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି । ସେହିପରି ଆସନ୍ତା ୪-୫ଦିନ ପର‌୍ୟ୍ୟନ୍ତ ରାତି କିମ୍ବା ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ପାଣିପାଗବିତ୍ ଆକଳନ କରିଛନ୍ତି ।ଅପରପକ୍ଷେ, ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାତି ୩୫ ଡିଗ୍ରୀ ସେଲସିୟସ୍ ଉପରେ ରହିଥିଲା । ଝାରସୁଗୁଡ଼ାରେ ୩୬.୮ଡିଗ୍ରୀ ସେଲସିୟସ୍ Continue Reading
Odisha News
ଭୁବନେଶ୍ୱର,୬/୩: ମାର୍ଚ୍ଚ ଆରମ୍ଭରୁ ଡରାଇଲାଣି ତାତି । ଶୁଖିଲା ପାଗ ସାଙ୍ଗକୁ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆରବ ସାଗର ଆଡୁ ପୂର୍ବ ଭାରତ ଆଡକୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବା ଯୋଗୁଁ ଓ ବାୟୁମଣ୍ଡଳର ଉପରିଭାଗରେ ଏକ ଟ୍ରଫ୍ ପୂର୍ବ ଦିଗକୁ ଗତି କରିବାସମ୍ଭାବନା ଥିବାରୁ ଆସନ୍ତା ୧୩ ତାରିଖରୁ ରାଜ୍ୟରେ ଦିନର ତାପମାତ୍ରା ବୃଦ୍ଧି ପାଇବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର […]Continue Reading
Odisha News
ଭୁବନେଶ୍ୱର, ୪/୩: ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଖରାଟିଆ ପାଗ ହେବା ସହିତ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଦକ୍ଷିଣ ସବୁଠୁ ଉତ୍ତପ୍ତ ହେବ ।ଚଳିତ ମାସ ୭ରୁ ୧୨ ତାରିଖ ମଧ୍ୟରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବ । ସେହିପରି ସର୍ବାଧିକ ତାପମାତ୍ରା ଉପକୂଳ ଜିଲ୍ଲାରେ ଆସନ୍ତା ୬ ତାରିଖ ପର୍ଯ୍ୟ ନ୍ତ ୨ ଡିଗ୍ରୀ ସେଲସିୟସ୍ ପର‌୍ୟ୍ୟନ୍ତ ବଢ଼ିବ । ୭ରୁ ୧୨ ମଧ୍ୟରେ ପ୍ରାୟ ୩ ଡିଗ୍ରୀ […]Continue Reading