Home Posts tagged heavy rain alert till july 31
Odisha News
ଭୁବନେଶ୍ୱର, ୨୭/୭ : ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ସୂଚନା ଦେଇଛନ୍ତି।ତାଙ୍କ କହିବା କଥା ଯେ ୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ୩୧ରୁ ୨ ଯାଏ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।ଏହାବାଦ ଆସନ୍ତା ୨୪ ଘଣ୍ଟା ଯାଏ ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା […]Continue Reading
Seo wordpress plugin by www.seowizard.org.