Home Posts tagged heavy rain alert (Page 2)
Odisha News
ଭୁବନେଶ୍ୱର,୨୭/୬ : ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ବିଶେଷ କରି ଆସନ୍ତାକାଲି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା Continue Reading
Odisha News
ଭୁବନେଶ୍ୱର,୧୦/୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି।ସେ ଆହୁରି କହିଛନ୍ତି, ଟୁଇନ୍ ସିଟିରେ ଆଜି ଅପରାହ୍ନ […]Continue Reading
Odisha News
ଭୁବନେଶ୍ୱର,୨୯/୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ପାଣିପାଗ କେନ୍ଦ୍ରର Continue Reading
Odisha News
ଭୁବନେଶ୍ବର,୩/୮: ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି।ଖାଲି ସେତିକି ନୁହେଁ, ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ବିଶେଷ କରି ମାଲକାନଗିରି, Continue Reading