HEAVY RAIN ODISHA Archives - Odisha News Online
Home Posts tagged HEAVY RAIN ODISHA
Odisha News
ଭୁବନେଶ୍ୱର, ୨୨/୧୦ : ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ।ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ Continue Reading