
ଭୁବନେଶ୍ୱର,୨୭/୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଦେଇଛନ୍ତି।ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷାରେ ରାଜ୍ୟର ବିଭିନ୍ନ Continue Reading