Home Posts tagged hentalbana
Odisha News
ଭୁବନେଶ୍ୱର ୧୨/୫: ‘ସାରା ଦେଶରେ ହେନ୍ତାଳବନ ସୃ୍ଷ୍ଟି କରିବାରେ ଓଡ଼ିଶା ଆଗରେ’ । ଗତ ୨ ବର୍ଷରେ ଦେଶରେ ଜଙ୍ଗଲ ବୃଦ୍ଧି କରିବାରେ ଓଡ଼ିଶା ତୃତୀୟରେ ରହିଛି ।ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବାକୁ ଊୠଙ ସମ୍ମିଳନୀରେ ଉଦ୍ବୋଧନ ଅବସରରେ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଏଥିପାଇଁ ସ୍ବତନ୍ତ୍ର ରୋଡ ମ୍ୟାପ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ସେହିପରି ରିପୋର୍ଟ ଅନୁସାରେ ଗତ ଦୁଇ ବର୍ଷ ଭିତରେ କରୋନା ମହାମାରୀ ସମୟରେ Continue Reading