By Shrikant Panda Bhubaneswar, Jan. 20: The High Court of Orissa has upheld a ruling by the Family Court in Baripada, affirming that a wife is justified in living separately from her husband if he makes “baseless” allegations against her character. The court also ruled that the husband is obligated to provide financial maintenance to […]Continue Reading
କଟକ,୫/୯ : ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରୁ ଓକିଲାତି କ୍ୟାରିୟର ଆରମ୍ଭ କରିଥିବା ବେଳେ ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ତାଙ୍କ ପାଖରେ ରହିଛି। ଦେୱାନୀ, Continue Reading
କଟକ,୧/୮ : ବଲିଉଡ୍ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କୁ ମିଳିଲା ଆଶ୍ୱସ୍ତି। ଓଡିଶା ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା। ନିର୍ଦ୍ଧାରିତ ତାରିଖରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କ ଉଜଚଉର ଧାରା ୧୬୪ ରେ ବୟାନ ରେକର୍ଡ ଦାଖଲ ପାଇଁ ନିର୍ଦ୍ଦେଶ। ଅଗଷ୍ଟ ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ। ଆଗୁଆ ଜାମିନ ପାଇଁ ସୌରିନ ହାଇକୋର୍ଟରେ କରିଥିଲେ Continue Reading
କଟକ,୩୧/୭: ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଆଜି ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରାଯାଇଥିଲା। ଆଉ ଜେରା କରିଥିଲେ ଅନୁଭବ ମହାନ୍ତିଙ୍କ ଓକିଲ। ବର୍ଷାଙ୍କୁ ପାଖାପାଖି ୧୮୦ରୁ ୧୮୫ଟି ପ୍ରଶ୍ନ କରିଥିଲେ ଅନୁଭବଙ୍କ ଓକିଲ। ଉଭୟ ପକ୍ଷ ଆଜି କୋର୍ଟରେ ନିଜ ନିଜର ଦଲିଲ ଉପସ୍ଥାପନ Continue Reading
କଟକ,୧୩/୭: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଏଏସଓ ପରୀକ୍ଷା ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ଓଡ଼ିଶା ଉଚ୍ଚନ୍ୟାୟାଳୟ। ଓପିଏସସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ହାଇକୋର୍ଟରେ ରିଟ୍ ଓ ରିଭ୍ୟୁ ଆବେଦନର ଶୁଣାଣି ଶେଷ ରାୟ ସଂରକ୍ଷିତ ରହିଛି।ସୂଚନାଯୋଗ୍ୟ, ପୂର୍ବରୁ ହାଇକୋର୍ଟ ଏଏସଓ ଲିଖିତ ପରୀକ୍ଷା ମେରିଟ୍ ଖାରଜ କରି ପୁନଃ ମେରିଟ୍ ଲିଷ୍ଟ୍ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଥିଲେ। ଏହି Continue Reading
ଭୁବନେଶ୍ୱର,୧୧/୪: ହନିଟ୍ରାପ୍ ତଥା ବ୍ଲାକମେଲ ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ଆଜି ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ହାଇକୋର୍ଟ।ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ। ତେବେ ତଦନ୍ତରେ ସହଯୋଗ କରିବା, ବାହାରକୁ ନଯିବାକୁ, ସାକ୍ଷୀଙ୍କୁ ପ୍ରଭାବତି ନ କରିବା ପାଇଁ କୋର୍ଟ ଅର୍ଚ୍ଚନାଙ୍କୁ ନିର୍ଦ୍ଦେଶ Continue Reading
କଟକ,୧୦/୨: ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ଆନ୍ଦୋଳନରେ ସାମିଲ ହୋଇ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ସମ୍ବଲପୁର ଓକିଲ ସଂଘର ୨୯ ଆଇନଜୀବୀଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ଆନ୍ଦୋଳନରେ ସାମିଲ ହୋଇ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ଆଇନଜୀବୀମାନଙ୍କ ଜାମିନ ଆବେଦନର ଶୁଣାଣି ଗତକାଲି ହାଇକୋର୍ଟରେ ଶେଷ ହୋଇଥିଲା।ଜଷ୍ଟିସ୍ ଭି. ନରସିଂହଙ୍କୁ ନେଇ Continue Reading