
କଟକ , ୨୬/୯ : ଆସୁଛି ପାର୍ବଣ ଋତୁ। ଜମିବ ପୂଜା। ହେଲେ ଏହି ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍କା। କାରଣ ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ୫ ତାରିଖ ସୁଦ୍ଧା ରାସ୍ତା […]Continue Reading