Home Posts tagged hirakud dam gate opened
Odisha News
ସମ୍ବଲପୁର, ୨୮/୭: ଆଜି ସକାଳ ୯ଟା ବେଳେ ଖୋଲିଛି ହୀରାକୁଦ ଡ୍ୟାମ ଗେଟ୍। ୭ନଂ ସ୍ଲୁଇସ୍ ଗେଟ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି।ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପାଇଁ ରବିବାର ପୂର୍ବାହ୍ଣ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷ ପ୍ରଥମ ଥର ପାଇଁ ଗେଟ୍ ଖୋଲିଛି।ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୬.୯୩ ଫୁଟ୍ଥିଲା। ପ୍ରତି ସେକେଣ୍ଡରେ Continue Reading
Seo wordpress plugin by www.seowizard.org.