Home Posts tagged hirakud dam open july 18
Odisha News
ସମ୍ବଲପୁର,୧୬/୭: ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍। ସକାଳ ୧୧ ଟା ବେଳେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ଏନେଇ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ।ଜଳଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀ ଓ ତା’ର ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ […]Continue Reading
Seo wordpress plugin by www.seowizard.org.