
ସମ୍ବଲପୁର,୧୮/୮: ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ଦିନ ୩ଟାରେ ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି ଗେଟ୍ ବନ୍ଦ କରିଦିଆଯିବା ପରେ ଏବେ ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।ଏଥିରେ ବାମ ପାର୍ଶ୍ବରୁ ୨୪ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ Continue Reading