କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୭ : ହୀରାକୁଦ ଡ୍ୟାମର ୧୦ଟି ଗେଟ୍ ଖୋଲାଯାଇଥିବା ପରିପ୍ରେକ୍ଷୀରେ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାନଦୀର ଜଳସ୍ତର ଉପରେ କଡ଼ା ନଜର ରଖାଯାଇଛି।ବର୍ତ୍ତମାନ ସୁଦ୍ଧା ବୌଦ୍ଧ ସହରସ୍ଥିତ ଜଳସେଚନ ବିଭାଗର ଇନ୍ସପେକ୍ସନ ବଙ୍ଗଳା ନିକଟରେ ମହାନଦୀର ଜଳସ୍ତର ସମ୍ପୂର୍ଣ୍ଣ ସ୍ୱାଭାବିକ ରହିଛି ଏବଂ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର କୌଣସି ଆଶଙ୍କା ନାହିଁ।ଜଳସେଚନ ବିଭାଗର ସଦ୍ୟତମ ତଥ୍ୟ ଅନୁଯାୟୀ, ଗୁରୁବାର ଅପରାହ୍ନ ୪ଟା Continue Reading




