Home Posts tagged Hit wave
Odisha News
ଭୁବନେଶ୍ୱର,୧୪/୪ : କାଲିଠାରୁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ହେବ। ଆସନ୍ତା ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୭ରେ ଉତ୍ତର ଉପକୂଳ ଓଡ଼ିଶାରେ ଓ ୧୮ରେ ପୂରା ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଭାଗ ସୂଚନା ଦେଇଛି।ସୂଚନା ମୁତାବକ, ଆଜି ଦିନ ସାଢ଼େ ୨ଟା […]Continue Reading
Odisha News
ଭୁବନେଶ୍ୱର,୧୦/୪: ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ ତାତି। ଆକାଶରୁ ଅଗ୍ନି ବର୍ଷା ହେଉଛି। ଆଜି ସକାଳ ୮ ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ର ୩୧ଡିଗ୍ରୀ ଛୁଇଁଥିଲା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଯାହାଫଳରେ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି।ରାଜ୍ୟରେ ଆଗାମୀ ୨ରୁ ୩ ଦିନ ଦିନ ମଧ୍ୟରେ ତାପମାତ୍ରା ଆହୁରି ବଢ଼ିବ। ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢ଼ିବାର ସମ୍ଭାବନା ରହିଛି Continue Reading
Odisha News
ଭୁବନେଶ୍ବର,୨୨/୪: ସୁର୍ଯ୍ୟଙ୍କ କେପରେ ଜଳୁଛି ସାରା ଓଡ଼ିଶା । ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଦିନ ୪୦ଡିଗ୍ରି ଉପରେ ରହିଛି ତାପମାତ୍ରା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱରରେ ଆଜିର ତାପମାତ୍ରା ୪୦.୮ ଡିଗ୍ରି ରେକର୍ଡ ହୋଇଛି। ସୂଚନାଯୋଗ୍ୟ ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଭୁବନେଶ୍ୱର ତାପମାତ୍ରା ୪୦ ଡିଗ୍ରି ରେକର୍ଡ କରାଯାଇଛି। ଏହା ପୂର୍ବରୁ ଭୁବନେଶ୍ବରରେ ଗତ ୧୮ ତାରିଖରେ ୪୦.୨ ଡିଗ୍ରି ରେକର୍ଡ କରାଯାଇଥିଲା।Continue Reading
Seo wordpress plugin by www.seowizard.org.