ଭୁବନେଶ୍ୱର, ୧୫/୩: ସାରା ରାଜ୍ୟରେ ବେଶ୍ ଧୁମଧାମରେ ଚାଲିଛି ହୋଲି ପାଳନ । ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ ଦେଖିବାକୁ ମିଳିଛି । ନେତା ଠୁ ଆରମ୍ଭ କରି ଜନତା ଯାଏଁ ସମସ୍ତେ ପରସ୍ପରକୁ ରଙ୍ଗ ବୋଳି ହୋଲିର ଶୁଭେଚ୍ଛା ଜଣାଉଛନ୍ତି । ପିଲା ହେଉ କି ବୁଢା, ନେତା ହୁଅନ୍ତୁ ଅବା ଅଭିନେତା ସମେସ୍ତ ଆଜି ହୋଲିରେ ମସଗୁଲ ହୋଇଛନ୍ତି ।ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏଥିପାଇଁ ସ୍ୱତନ୍ତ୍ର […]Continue Reading
କଟକ,୧୪/୫: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା ସହ ସହର ପରିକ୍ରମା କରୁଛନ୍ତି। ଏନେଇ ଉତ୍ସବମୁଖର ହୋଇ ଉଠିଛି ଭାରଚାରାର ସହର କଟକ। ଉଡୁଛି ନାଲି ଗୋଲାପି ଅବିର। ଘଣ୍ଟ ଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ।ହୋଲି ପାଇଁ କଟକ ସହରରେ ୨୨ ପ୍ଲାଟୁନ […]Continue Reading
ଭୁବନେଶ୍ୱର,୨୬/୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।ଅନ୍ୟପଟେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ରଙ୍ଗ ଦୋକାନ ଉପରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇ ରଙ୍ଗ ଯାଞ୍ଚ କରାଯାଇଛି। କେମିକାଲ Continue Reading
ଭୁବନେଶ୍ୱର, ୧୯/୩: ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଆନନ୍ଦ, ଉଲ୍ଲାସର ସହ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇବେ। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲିଯାନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯିବେ ନାଚ, ଗୀତରେ।ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ […]Continue Reading
ନୂଆଦିଲ୍ଲୀ ୧୮/୩: ଶୁକ୍ରବାର ଭାରତର ଅନେକ ରାଜ୍ୟରେ ହୋଲି ପାଳନ କରାଯାଉଛି । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।ରାଷ୍ଟ୍ରପତି ଟ୍ୱିଟ୍ କରି କହିଛନ୍ତି ଯେ, ହୋଲି ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ରଙ୍ଗର ପର୍ବ ହୋଲି ସଦଭାବନା ଓ ବନ୍ଧୁତ୍ୱର ଜୀବନ୍ତ ଉଦାହରଣ ଅଟେ । ଏହା ବସନ୍ତ ଋତୁ ଆଗମନର ଶୁଭ ସମାଚାର ନେଇ ଆସିଥାଏ । ଏହି […]Continue Reading