
ଭୁବନେଶ୍ୱର,୧୬/୬ : ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି ।ଏହାସହିତ ଓଏଏସ ଅଫିସରଙ୍କ ହାତରେ ଥିବା ଖୋର୍ଦ୍ଧା, ଭଦ୍ରକ, ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ପଦବୀକୁ ମଧ୍ୟ ସେମାନଙ୍କଠୁ ଛଡ଼ାଇ ନେଇ ଆଇଏଏସ୍ ଅଫିସରଙ୍କ ହାତରେ ନ୍ୟସ୍ତ କରାଯାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ Continue Reading