Home Posts tagged inauguration of new Parliament building
Odisha News
ନୂଆଦିଲ୍ଲୀ,୨୪/୫ : ଦେଶର ନୂଆ ସଂସଦ ଉଦଘାଟନକୁ ନେଇ ରାଜନୀତି ଜାରି ରହିଛି । କଂଗ୍ରେସ ସମେତ ଦେଶର ପ୍ରମୁଖ ବିରୋଧୀ ଦଳଗୁଡ଼ିକ ଏହି ଉଦଘାଟନ କାର୍ଯ୍ୟକ୍ରମକୁ ବୟକଟ୍ କରିବାକୁ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ (ବିଜେଡି) ପୁଣି କେନ୍ଦ୍ର ସରକାରଙ୍କ ସମର୍ଥନରେ ଛିଡ଼ା ହୋଇଛି । ଦଳ ଉଦଘାଟନ ସମାରୋହରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛି । ଦଳ ପକ୍ଷରୁ କୁହାଯାଇଛି ଯେ ଦେଶର ରାଷ୍ଟ୍ରପତି ଓ ସଂସଦର ଗାରିମା ରହିଛି। ଏହି […]Continue Reading
Seo wordpress plugin by www.seowizard.org.