Home Posts tagged increasing rape case in odisha
Odisha News
ଭୁବନେଶ୍ୱର, ୪/୭: ରାଜ୍ୟରେ ଚିନ୍ତାଜନକ ଭାବେ ବଢୁଛି ଦୁଷ୍କର୍ମ ମାମଲା। ଗତ ୩ ବର୍ଷ ଭିତରେ ମୋଟ ପ୍ରାୟ ୧୫ ହଜାର ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ ହୋଇଛି।୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ମହିଳାଙ୍କ କ୍ଷେତ୍ରରେ ୨୦୧୯ରୁ ୨୦୨୨ ଭିତରେ ୧୦ ହଜାର ୧୨୯ଟି ଦୁଷ୍କର୍ମ ମାମଲା ରୁଜୁ ହୋଇଛି। ସେହିପରି ଏହି ସମୟ ଭିତରେ ୫ ହଜାର ୫୮୪ଟି ନାବାଳିକା ଦୁଷ୍କର୍ମ ମାମଲା ଆସିଛି।ଆଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଗୃହରାଷ୍ଟ୍ର […]Continue Reading