Home Posts tagged INDIA/PAKISTAN
Odisha News Sports News
ଦୁବାଇ,୨୩/୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ କ୍ରିକେଟ ଷ୍ଟାଡିୟମରେ ରବିବାର ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୪୧ ରନ୍ କରିଛି। ଫଳରେ ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ପାକିସ୍ତାନ।ପାକିସ୍ତାନ ପକ୍ଷରୁ ସେଦି ଶକିଲ ସର୍ବାଧିକ ୬୨ ରନ୍ କରିଥିବା ବେଳେ ମହମ୍ମଦ Continue Reading