Home Posts tagged indian student death
Odisha News
କିଭ୍,୨/୩: ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନରେ ଆଉ ଜଣେ ଭାରତୀୟ ଛାତ୍ର ବୁଧବାର ପ୍ରାଣ ହରାଇଛନ୍ତି। ତାଙ୍କର ମୃତ୍ୟୁ କୌଣସି ବୋମା କିମ୍ବା ମିସାଇଲ ମାଡ଼ରେ ହୋଇନାହିଁ, ବରଂ ସେ ଅସୁସ୍ଥ କାରଣରୁ ପ୍ରାଣ ହରାଇଥିବା ସୂଚନା ମିଳିଛି।ପ୍ରାଣ ହରାଇଥିବା ଭାରତୀୟ ଛାତ୍ରଙ୍କ ବୟସ ୨୨ ଓ ତାଙ୍କ ଘର ପଞ୍ଜାବର ବର୍ଣ୍ଣାନାଲାରେ। ସେ ୟୁକ୍ରେନରେ ରହି ଡାକ୍ତରୀ ପାଠ ପଢ଼ୁଥିଲେ।ମିଳିଥିବା ସୂଚନା ଅନୁଯାୟୀ, ପ୍ରାଣ ହରାଇଥିବା ଛାତ୍ରଙ୍କ ନାଁ ଚନ୍ଦନ ଜିନ୍ଦଲ। ସେ ୟୁକ୍ରେନର Continue Reading